ଜଳିଗଲା କବାଡ଼ି ଗୋଦାମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଆଜି ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଟିଆ -ନନ୍ଦନକାନନ ରାସ୍ତାର ସୁଭଦ୍ରା ଆପାର୍ଟମେଣ୍ଟ ନିକଟରେ ଥିବା ଏକ କବାଡ଼ି ଗୋଦାମରେ  ନିଆଁ  ଲାଗି ଯିବା ଫଳରେ କବାଡ଼ି ଗୋଦାମରେ ଥିବା ସମସ୍ତ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ ଧନଜୀବନ ହାନୀ ହୋଇ ନ ଥିବା ଜଣାଯାଇଛି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ କବାଡ଼ି ଦୋକାନ […]

fire

Niharika Rout
  • Published: Friday, 15 January 2021
  • , Updated: 15 January 2021, 09:57 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଆଜି ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଟିଆ -ନନ୍ଦନକାନନ ରାସ୍ତାର ସୁଭଦ୍ରା ଆପାର୍ଟମେଣ୍ଟ ନିକଟରେ ଥିବା ଏକ କବାଡ଼ି ଗୋଦାମରେ  ନିଆଁ  ଲାଗି ଯିବା ଫଳରେ କବାଡ଼ି ଗୋଦାମରେ ଥିବା ସମସ୍ତ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ ଧନଜୀବନ ହାନୀ ହୋଇ ନ ଥିବା ଜଣାଯାଇଛି।

ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ କବାଡ଼ି ଦୋକାନ ପାଖାପାଖି ସମୁ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

Related story