ବିଶ୍ୱମ୍ଭର ବିଦ୍ୟାପୀଠରେ ଅଗ୍ନିକାଣ୍ଡ

ପୁରୀ(ମଧୁସୂଦନ ମିଶ୍ର): ପୁରୀ ସହର ସ୍ଥିତ ବିଶ୍ୱମ୍ଭର ବିଦ୍ୟାପୀଠରେ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ବିଶ୍ୱମ୍ଭର ବିଦ୍ୟାପୀଠର ଷ୍ଟୋର୍ ରୁମ୍‌ରେ ନିଆଁ ଲାଗିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ଯାଇଛି। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲାଗିଥିବା ରୁମ୍ ବାହାର ପଟୁ ବନ୍ଦ ରହିଥିଲା। ତେଣୁ କିପରି ନିଆଁ ଲାଗିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

fair

fair

Jyoshna Pradhan
  • Published: Thursday, 14 February 2019
  • Updated: 14 February 2019, 03:39 PM IST

Sports

Latest News

ପୁରୀ(ମଧୁସୂଦନ ମିଶ୍ର): ପୁରୀ ସହର ସ୍ଥିତ ବିଶ୍ୱମ୍ଭର ବିଦ୍ୟାପୀଠରେ ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ବିଶ୍ୱମ୍ଭର ବିଦ୍ୟାପୀଠର ଷ୍ଟୋର୍ ରୁମ୍‌ରେ ନିଆଁ ଲାଗିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ଯାଇଛି।

ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲାଗିଥିବା ରୁମ୍ ବାହାର ପଟୁ ବନ୍ଦ ରହିଥିଲା। ତେଣୁ କିପରି ନିଆଁ ଲାଗିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story