ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ପାୱାର ହାଉସ୍ ରୋଡ୍ ନିକଟରେ ଥିବା OPTCL ଦ୍ୱାରା ପରିଚାଳିତ ଗ୍ରୀଡ୍ ଷ୍ଟେସନରେ ସୋମବାର ଅପରାହ୍ନରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଫଳରେ ଲକ୍ଷାଧିକ ଟଙ୍କାର ସରଞ୍ଜାମ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ କୌଣସି ଜୀବନହାନି ଘଟିନଥିବା ବେଳେ ଫାୟାର ବ୍ରିଗେଡ୍ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି 132/25 KV ଗ୍ରୀଡ୍ରୁ ରେଳବାଇକୁ power supply କରାଯାଇଥାଏ। ଅଗ୍ନିକାଣ୍ଡରେ ଗ୍ରୀଡ୍ର କରେଣ୍ଟ ଟ୍ରାନ୍ସଫର୍ମର ପୋଡିଯାଇଥିବା ବେଳେ କ୍ଷୟକ୍ଷତିର ସମ୍ପୂର୍ଣ୍ଣ ଆକଳନ କରାଯାଇପାରି ନାହିଁ। ତେବେ ରେଳବାଇକୁ ବେକ୍ଅପ୍ ଲାଇନ୍ ଥିବାରୁ ବିଦ୍ୟୁତ ସରବରାହରେ କୌଣସି ଅସୁବିଧା ସୃଷ୍ଟି ହୋଇନଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।