ଦୋକାନରେ ନିଆଁ

<p>ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓ ନିକଟ ତାରିଣୀ ମାର୍କେଟରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୩ଟି ଦୋକାନ ଘର ସଂପୂର୍ଣ୍ଣ ଜଳିଯାଇଛି। ଗତକାଲି ବିଳମ୍ବିତ ରାତିରେ ହଠାତ୍ ନିଆଁ ଲାଗି ଯାଇଥିଲା। ଦମକଳ ବାହୀନି ଆସି ନିଆଁକୁ ଆୟତ୍ତ କରିଥିଲା। ସେତେବେଳକୁ ଦୋକାନ ଗୁଡ଼ିକ ସଂପୂର୍ଣ୍ଣ ଜଳି ଯାଇଥିଲା। ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ଏନେଇ ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ ହୋଇଛି।</p>

Ordigital Desk
  • Published: Sunday, 04 February 2018
  • Updated: 04 February 2018, 12:40 PM IST

Sports

Latest News

<p>ଭୁବନେଶ୍ୱର: ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓ ନିକଟ ତାରିଣୀ ମାର୍କେଟରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୩ଟି ଦୋକାନ ଘର ସଂପୂର୍ଣ୍ଣ ଜଳିଯାଇଛି। ଗତକାଲି ବିଳମ୍ବିତ ରାତିରେ ହଠାତ୍ ନିଆଁ ଲାଗି ଯାଇଥିଲା। ଦମକଳ ବାହୀନି ଆସି ନିଆଁକୁ ଆୟତ୍ତ କରିଥିଲା। ସେତେବେଳକୁ ଦୋକାନ ଗୁଡ଼ିକ ସଂପୂର୍ଣ୍ଣ ଜଳି ଯାଇଥିଲା। ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ଏନେଇ ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ ହୋଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos