ଜଳିଗଲା ଫଳ ବଜାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ନିକଟରେ ଥିବା ଫଳ ବଜାରରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମା’ ତାରିଣୀ ଭେଣ୍ଡିଂ ଜୋନ୍‌ରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି । ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଫଳ ଓ ସାମଗ୍ରୀ ପୋଡ଼ିଯାଇଛି । ତେବେ ନିଆଁ କିପରି ଲାଗିଲା  ସେ ସମ୍ପର୍କରେ କିଛି ଜଣା ପଡ଼ି ନାହିଁ।

fire--1--

Niharika Rout
  • Published: Friday, 24 January 2020
  • , Updated: 24 January 2020, 08:18 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ନିକଟରେ ଥିବା ଫଳ ବଜାରରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମା’ ତାରିଣୀ ଭେଣ୍ଡିଂ ଜୋନ୍‌ରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି ।

ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଫଳ ଓ ସାମଗ୍ରୀ ପୋଡ଼ିଯାଇଛି । ତେବେ ନିଆଁ କିପରି ଲାଗିଲା  ସେ ସମ୍ପର୍କରେ କିଛି ଜଣା ପଡ଼ି ନାହିଁ।

Related story