ନିମିଷକେ ଜଳିଗଲା ୯ ବଖରା

ଆଳି(ବନମାଳି ସାହୁ): କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ବାରୁଣାଡିହା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୯ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏଥିସହ ୨ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଶୋଇ ପଡ଼ିଥିବା ବେଳେ ହଠାତ ଅଗ୍ନିକାଣ୍ଡ ଘଟିଥିଲା। କେହି କିଛି ବୁଝିବା ପୂର୍ବରୁ ନିମିଷକ ମଧ୍ୟରେ ନିଆଁ ଚାରି ଆଡ଼େ ବ୍ୟାପି ଯାଇଥିଲା। ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ଜଳି ପୋଡି ପାଉଁଶ ହୋଇଯାଇଛି। […]

fire

fire

Tapaswini Nayak
  • Published: Saturday, 30 May 2020
  • Updated: 30 May 2020, 11:29 AM IST

Sports

Latest News

ଆଳି(ବନମାଳି ସାହୁ): କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ବାରୁଣାଡିହା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୯ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏଥିସହ ୨ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।

ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଶୋଇ ପଡ଼ିଥିବା ବେଳେ ହଠାତ ଅଗ୍ନିକାଣ୍ଡ ଘଟିଥିଲା। କେହି କିଛି ବୁଝିବା ପୂର୍ବରୁ ନିମିଷକ ମଧ୍ୟରେ ନିଆଁ ଚାରି ଆଡ଼େ ବ୍ୟାପି ଯାଇଥିଲା। ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ଜଳି ପୋଡି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ୧୫ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ୮ଟି ପରିବାର ଏକ ପ୍ରକାର ବାସହରା ହୋଇପଡିଛି।

ଅନ୍ୟପଟେ ରାଜକନିକା ଅତିରିକ୍ତ ତହସିଲଦାର ଘଟଣାସ୍ଥଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଖୁବଶୀଘ୍ର ବିପନ୍ନମାନଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story