ପେପର ମିଲ୍‌ରେ ଅଗ୍ନିକାଣ୍ଡ

ରାୟଗଡ଼ା (ମନୋଜ ପାତ୍ର): ରାୟଗଡ଼ା ସ୍ଥିତ ଜେକେ ପେପର ମିଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ସନ୍ଧ୍ୟାରେ ପେପର ମିଲର ଗୋଦାମରେ  ନିଆଁ ଲାଗିଯାଇଥିଲା। ନିଆଁରେ ଅନେକ ଜିନିଷ ପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ଘଟିଛି, ତାହା ଜଣାପଡ଼ିନାହିଁ। ସର୍ଟ ସର୍କିଟ୍‌ ଯୋଗୁ ପେପର ମିଲ୍‌ରେ ନି‌ଆଁ ଲାଗିଥିବା ସନ୍ଦେହ କରାଯାଉଛି।

fire000

fire000

Tapaswini Nayak
  • Published: Saturday, 22 February 2020
  • Updated: 22 February 2020, 10:28 AM IST

Sports

Latest News

ରାୟଗଡ଼ା (ମନୋଜ ପାତ୍ର): ରାୟଗଡ଼ା ସ୍ଥିତ ଜେକେ ପେପର ମିଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ସନ୍ଧ୍ୟାରେ ପେପର ମିଲର ଗୋଦାମରେ  ନିଆଁ ଲାଗିଯାଇଥିଲା। ନିଆଁରେ ଅନେକ ଜିନିଷ ପତ୍ର ପୋଡ଼ି ପାଉଁଶ ହୋଇଯାଇଛି।

ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ଘଟିଛି, ତାହା ଜଣାପଡ଼ିନାହିଁ। ସର୍ଟ ସର୍କିଟ୍‌ ଯୋଗୁ ପେପର ମିଲ୍‌ରେ ନି‌ଆଁ ଲାଗିଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos