ଆଖି ପିଛୁଳାକେ ଜଳିଗଲା ପିଚୁ କାରଖାନା

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ଜୟନ୍ତପୁରରେ ଗତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।   ସ୍ଥାନୀୟ ଏକ ପିଚୁ କାରଖାନାରେ ହଠାତ୍ ନିଆଁ ଲାଗିଯାଇଥିଲା। ଫଳରେ ହୁତୁହୁତୁ ହୋଇ କାରଖାନଟି ଜଳିଗଲା।  ଏହା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ନିଆଁର ପ୍ରକୋପ ମାତ୍ରା ଏତେ ଅଧିକ ଥିଲା ଯେ, ଘଟଣାସ୍ଥଳରେ ୩ଟି ଦମକଳ ବାହିନୀ ପହଞ୍ଚି ଦୀର୍ଘ ସମୟର ଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ । ଏଥିରେ […]

fire

fire

Niharika Rout
  • Published: Sunday, 07 November 2021
  • Updated: 07 November 2021, 07:54 AM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ଜୟନ୍ତପୁରରେ ଗତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।   ସ୍ଥାନୀୟ ଏକ ପିଚୁ କାରଖାନାରେ ହଠାତ୍ ନିଆଁ ଲାଗିଯାଇଥିଲା।

ଫଳରେ ହୁତୁହୁତୁ ହୋଇ କାରଖାନଟି ଜଳିଗଲା।  ଏହା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ନିଆଁର ପ୍ରକୋପ ମାତ୍ରା ଏତେ ଅଧିକ ଥିଲା ଯେ, ଘଟଣାସ୍ଥଳରେ ୩ଟି ଦମକଳ ବାହିନୀ ପହଞ୍ଚି ଦୀର୍ଘ ସମୟର ଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ । ଏଥିରେ କେହି ମୃତାହତ ହୋଇଥିବାର ସୂଚନା ମିଳିନି। ତେବେ ଲକ୍ଷାଧୀକ ଟଙ୍କାର କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ କିପରି ହେଲା ଅଗ୍ନିକାଣ୍ଡ, ଏଥିଯୋଗୁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କିଛି ସ୍ପଷ୍ଟ ଭାବେ ଜଣାପଡ଼ିନି। ପୁଲିସ୍‌ କାରଖାନା କର୍ମଚାରୀ ଓ ସାଧାରଣ ଲୋକଙ୍କୁ ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story