ଅଗ୍ନିକାଣ୍ଡରେ ୩ଟି ପରିବାର ସର୍ବସ୍ୱାନ୍ତ

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍‌ ଆଡ଼ିଆ ପଞ୍ଚାୟତର ଅଗିରାଗାଡ଼ିଆ ଗାଁରେ ଗତକାଲି ଵିଳମ୍ଵିତ ରାତିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି। ଏଥିରେ ୩ ଟି ପରିବାରର ୧୫ ବଖରା ଘର, ୧୦ଟି ଛେଳି ଓ ୬ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଵିଦ୍ୟୁତ୍‌ ସଟ୍‌ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବର ପାଇ ଆଗରପଡ଼ାରୁ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁକୁ ଆୟତ୍ତ କରିବା ବେଳକୁ ୩ଟି ପରିବାର ସର୍ବସ୍ୱାନ୍ତ […]

bhadrak

bhadrak

Jyoshna Pradhan
  • Published: Tuesday, 22 October 2019
  • Updated: 22 October 2019, 09:27 AM IST

Sports

Latest News

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍‌ ଆଡ଼ିଆ ପଞ୍ଚାୟତର ଅଗିରାଗାଡ଼ିଆ ଗାଁରେ ଗତକାଲି ଵିଳମ୍ଵିତ ରାତିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି। ଏଥିରେ ୩ ଟି ପରିବାରର ୧୫ ବଖରା ଘର, ୧୦ଟି ଛେଳି ଓ ୬ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଵିଦ୍ୟୁତ୍‌ ସଟ୍‌ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

ଖବର ପାଇ ଆଗରପଡ଼ାରୁ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁକୁ ଆୟତ୍ତ କରିବା ବେଳକୁ ୩ଟି ପରିବାର ସର୍ବସ୍ୱାନ୍ତ ହୋଇସାରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos