ଜଳିଗଲା ୩ ଦୋକାନ

ପାରାଦୀପ(ରମାକାନ୍ତ ନାୟକ): ପାରାଦୀପଗଡ ଗେଟ୍ ବଜାରରେ ଆଜି ଭୋରରୁ ଅଗ୍ନିକାଣ୍ଡ ଘଟି ୩ଟି ଦୋକାନ ଜଳିଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଛି। ସ୍ଥାନୀୟ ଲୋକ ଏବଂ କୁଜଙ୍ଗରୁ ଦମକଳ ବାହିନୀ କର୍ମଚାରୀ ପହଞ୍ଚି  ନିଆଁ ଲିଭାଇଛନ୍ତି। ଫଳରେ ବଜାରରେ ଥିବା ଅନ୍ୟ ଦୋକାନ ସବୁ ଅଳ୍ପକେ ବର୍ତ୍ତି ଯାଇଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ। ସର୍ଟ ସର୍କିଟ କିମ୍ବା ଆଞ୍ଚ ନିଆଁରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏଥିରେ କେହି […]

fire-1

fire-1

Niharika Rout
  • Published: Saturday, 14 December 2019
  • Updated: 14 December 2019, 07:55 AM IST

Sports

Latest News

ପାରାଦୀପ(ରମାକାନ୍ତ ନାୟକ): ପାରାଦୀପଗଡ ଗେଟ୍ ବଜାରରେ ଆଜି ଭୋରରୁ ଅଗ୍ନିକାଣ୍ଡ ଘଟି ୩ଟି ଦୋକାନ ଜଳିଯାଇଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଛି। ସ୍ଥାନୀୟ ଲୋକ ଏବଂ କୁଜଙ୍ଗରୁ ଦମକଳ ବାହିନୀ କର୍ମଚାରୀ ପହଞ୍ଚି  ନିଆଁ ଲିଭାଇଛନ୍ତି। ଫଳରେ ବଜାରରେ ଥିବା ଅନ୍ୟ ଦୋକାନ ସବୁ ଅଳ୍ପକେ ବର୍ତ୍ତି ଯାଇଛି।

ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ। ସର୍ଟ ସର୍କିଟ କିମ୍ବା ଆଞ୍ଚ ନିଆଁରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏଥିରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story