୭ ବଖରା ପୋଡ଼ି ପାଉଁଶ

ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଘଡ଼ିଆମାଳ ଗାଁରେ ଗତକାଲି ଵିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।  ଗାଁର ପର୍ଶୁରାମ ସାହୁଙ୍କ ଘରେ ନିଆଁ ଲାଗିବାରୁ ତାଙ୍କ ୭ ବଖରା ପୋଡ଼ି ପାଉଁଶ ହୋଇ ଯାଇଛି। ଏହି ଅଗ୍ନିକାଣ୍ଡରେ ତାଙ୍କର ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ରାଜନଗରରୁ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।

fair

Jyoshna Pradhan
  • Published: Wednesday, 04 December 2019
  • , Updated: 04 December 2019, 08:26 AM IST

ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଘଡ଼ିଆମାଳ ଗାଁରେ ଗତକାଲି ଵିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।  ଗାଁର ପର୍ଶୁରାମ ସାହୁଙ୍କ ଘରେ ନିଆଁ ଲାଗିବାରୁ ତାଙ୍କ ୭ ବଖରା ପୋଡ଼ି ପାଉଁଶ ହୋଇ ଯାଇଛି। ଏହି ଅଗ୍ନିକାଣ୍ଡରେ ତାଙ୍କର ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।

ଖବର ପାଇ ରାଜନଗରରୁ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।

Related story