କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ ) କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ଗୋବିନ୍ଦପୁର ଗ୍ରାମରେ ଗତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। । ଅଗ୍ନିକାଣ୍ଡ ରେ ୫ ପରିବାରର ୧୫ ବଖରା ପୋଡ଼ି ପାଉଁଶ ହୋଇଯାଇଛି।।
ଗତକାଲି ସନ୍ଧ୍ୟାରେ ଜଣଙ୍କ ଗୁହାଳ ଘରେ ଦିଆ ଯାଇଥିବା ଧୂଆଁରୁ ନିଆଁ ଲାଗି ଚାରିଆଡେ ବ୍ୟାପି ଯାଇଥିଲା। ଯାହା ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ମହାକାଳପଡ଼ା, ମାର୍ଶାଘାଇ ଓ କେନ୍ଦ୍ରାପଡ଼ା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଘରେ ଥିବା ସମସ୍ତ ସାମଗ୍ରୀ ଜଳି ପୋଡ଼ି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନୂଆବର୍ଷରେ ବିଜେପି-କଂଗ୍ରେସକୁ ମିଳିବେ ନୂଆ ମୁଖିଆ! ନବୀନ ବାଛିପାରନ୍ତି ନୂଆ ସେନାପତି
ବିଜେପିର ସାଂଗଠନିକ ପର୍ବ ଶେଷ ପର୍ଯ୍ୟାୟରେ। ସେପଟେ ପିସିସି ସଭାପତି ପାଇଁ ଦିଲ୍ଲୀ ହାଇକମାଣ୍ଡଙ୍କ ନିଷ୍ପତ୍ତି ଅପେକ୍ଷାରେ କଂଗ୍ରେସ। ନୂଆ କ୍ରାଇସିସ୍ ମ୍ୟାନେଜରଙ୍କୁ ଦାୟିତ୍ୱ ଦେଇପାରନ୍ତି ନବୀନ।
Miscellaneous
ପ୍ରବାସୀ ଭାରତୀୟ ଦେଖିବେ ଓଡ଼ିଶା କଳା ଓ ସଂସ୍କୃତିର ଝଲକ
ଭୁବନେଶ୍ୱର ଜନତା ମୈଦାନରେ ମଇଦାନରେ ୮ରୁ ୧୦ ଯାଏଁ ଚାଲିବ ପ୍ରବାସୀ ଭାରତୀୟ ଦିବସ। ଏହି ମେଗା ସମ୍ମିଳନୀରେ ୭୦ରୁ ଅଧିକ ଦେଶରୁ ପ୍ରାୟ ୭ ହଜାର ଭରତୀୟ ବଂଶୋଦ୍ଭବ ଓ ପ୍ରବାସୀ ଭାରତୀୟ ଯୋଗଦେବେ।
Accident
ଅଟୋ-ବାଇକ୍ ପିଟାପିଟି; ଜଣେ ମୃତ, ୫ ମେଡ଼ିକାଲ୍ରେ
ତେନ୍ତୁଳିଖୁଣ୍ଟି ଥାନା କଣ୍ଟାଗାଁ ଗାଁର ଅଭିମନ୍ୟୁ ମାଝୀଙ୍କ ପରିବାର ଲୋକ ଏକ ଅଟୋରେ ନବରଙ୍ଗପୁର କୋର୍ଟକୁ ଯାଇଥିଲେ। କୋର୍ଟରେ କାମ ସାରିବା ପରେ ସେହି ଅଟୋରେ ସେମାନେ ନିଜ ଗାଁକୁ ଫେରୁଥିଲେ।
Accident
ଗୋଟେ ପରେ ଗୋଟେ ୩ଟି ଗଛରେ ପିଟିହେଲା ଦ୍ରୁତଗାମୀ କାର୍
ଦୁର୍ଘଟଣା ନେଇ ସ୍ଥାନୀୟ ଲୋକ ଲହୁଣିପଡ଼ା ଥାନାକୁ ଖବର ଦେଇଥିଲା। ଅଗ୍ନିଶମ କର୍ମଚାରୀଙ୍କ ସହ ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ। କାର ଭିତରେ ଫସିଥିବା ଦେବାଶିଷଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲ୍ରେ ଭର୍ତ୍ତି କରିଥିଲେ।
Miscellaneous
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଦୁଇଗୁଣ ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
୩୮ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଜାନୁଆରୀ ୫ ତାରିଖ ଦିନ ସହିଦ ମାଧୋ ସିଂ ଯୋଜନା ଆରମ୍ଭ କରି ସରକାର ତାଙ୍କୁ ଯଥୋଚିତ ସମ୍ମାନଦେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।