ବିରଞ୍ଚି ଦାସଙ୍କୁ ଗୁଳିମାଡ଼

ବାଲେଶ୍ୱର (ରଶ୍ମି ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା କଣ୍ଟାବଣିଆ ଗାଁରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ତାଙ୍କ ନାଁ ବିରଞ୍ଚି ଦାସ। ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବିରଞ୍ଚିଙ୍କ ପିଠିରେ ଗୁଳି ବାଜିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଗତକାଲି ସନ୍ଧ୍ୟାରେ ବିରଞ୍ଚି ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ପିଛା କରିଥିଲେ ଏବଂ […]

biranchi

biranchi

Jitendra Garnayak
  • Published: Thursday, 31 January 2019
  • Updated: 31 January 2019, 08:05 AM IST

Sports

Latest News

ବାଲେଶ୍ୱର (ରଶ୍ମି ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା କଣ୍ଟାବଣିଆ ଗାଁରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ତାଙ୍କ ନାଁ ବିରଞ୍ଚି ଦାସ। ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ବିରଞ୍ଚିଙ୍କ ପିଠିରେ ଗୁଳି ବାଜିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଗତକାଲି ସନ୍ଧ୍ୟାରେ ବିରଞ୍ଚି ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ପିଛା କରିଥିଲେ ଏବଂ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ତାଙ୍କ ପିଠିରେ ବାଜିଥିଲା। ଗୁଳି ବାଜିଥିବା ସତ୍ତ୍ୱେ ସେ ବାଇକ୍‌ ଚଲାଇ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଳାଇ ଆସିଥିଲେ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story