ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ଟଳି ପଡ଼ିଲେ ଔଷଧ ବ୍ୟବସାୟୀ

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ହାତୀଆଠାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଜି ଜଣେ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରି ଫେରାର ହୋଇଯାଇଥିଲେ। ମୃତକଙ୍କ ନାଁ ଗଗନ ସାହୁ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାର ମଣିକୁଣ୍ଡାରେ। ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ନଅଟା ବେଳେ ଗଗନ ବାଇକ୍‌ରେ ମଣିକୁଣ୍ଡାରୁ କେନ୍ଦ୍ରାପଡ଼ା ଯାଉଥିଲେ। ଏହି ସମୟରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ତାଙ୍କ ପିଛା […]

kendrapada.jpg9999

kendrapada.jpg9999

Tapaswini Nayak
  • Published: Wednesday, 18 September 2019
  • Updated: 18 September 2019, 11:40 AM IST

Sports

Latest News

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ହାତୀଆଠାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଜି ଜଣେ ଔଷଧ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରି ଫେରାର ହୋଇଯାଇଥିଲେ। ମୃତକଙ୍କ ନାଁ ଗଗନ ସାହୁ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାର ମଣିକୁଣ୍ଡାରେ।

ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ନଅଟା ବେଳେ ଗଗନ ବାଇକ୍‌ରେ ମଣିକୁଣ୍ଡାରୁ କେନ୍ଦ୍ରାପଡ଼ା ଯାଉଥିଲେ। ଏହି ସମୟରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ତାଙ୍କ ପିଛା କରିଥିଲେ। କିଛି ବାଟ ଯିବା ପରେ ନିଛାଟିଆ ସ୍ଥାନ ଦେଖି ଗଗନଙ୍କ ଉପରକୁ ସେମାନେ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ତେବେ କିଏ ଓ କାହିଁକି ଗଗନଙ୍କ ଉପରକୁ ଗୁଳିମାଡ କଲା, ତାହା ଜଣାପଡ଼ି ନାହିଁ। ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story