Advertisment

ମୁଣ୍ଡଳୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ

କଟକ (ପ୍ରଭାତ ବିଷୋୟୀ): କଟକ ମୁଣ୍ଡଳୀ ଠାରେ ମହାନଦୀରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହେଉଛି। ହୀରାକୁଦ ଡ୍ୟାମ୍‌ର ୧୫ଟି ଗେଟ୍ ଖୋଲାଯିବା ପରେ ସେହି ବନ୍ୟାଜଳ ଆସି ମୁଣ୍ଡଳୀରେ ପହଞ୍ଚିଛି। ଗତକାଲି ମଧ୍ୟ ରାତିରୁ ଏହି ବନ୍ୟା ଜଳ ପ୍ରବାହିତ ହେବାର ଲାଗିଛି। ଆଜି ସକାଳ ୬ଟା ସୁଦ୍ଧା ମୁଣ୍ଡଳୀରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୭୨ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ସେହିପରି ମୁଣ୍ଡଳୀ ବ୍ୟାରେଜର ଉପରମୁଣ୍ଡରେ ଜଳସ୍ତର ୮୧.୩୦ ଫୁଟ ଓ […]

ମୁଣ୍ଡଳୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ

cuttack

Advertisment

କଟକ (ପ୍ରଭାତ ବିଷୋୟୀ): କଟକ ମୁଣ୍ଡଳୀ ଠାରେ ମହାନଦୀରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହେଉଛି। ହୀରାକୁଦ ଡ୍ୟାମ୍‌ର ୧୫ଟି ଗେଟ୍ ଖୋଲାଯିବା ପରେ ସେହି ବନ୍ୟାଜଳ ଆସି ମୁଣ୍ଡଳୀରେ ପହଞ୍ଚିଛି।

Advertisment

ଗତକାଲି ମଧ୍ୟ ରାତିରୁ ଏହି ବନ୍ୟା ଜଳ ପ୍ରବାହିତ ହେବାର ଲାଗିଛି। ଆଜି ସକାଳ ୬ଟା ସୁଦ୍ଧା ମୁଣ୍ଡଳୀରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୭୨ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ସେହିପରି ମୁଣ୍ଡଳୀ ବ୍ୟାରେଜର ଉପରମୁଣ୍ଡରେ ଜଳସ୍ତର ୮୧.୩୦ ଫୁଟ ଓ ତଳମୁଣ୍ଡରେ ୭୭.୩୦ ଫୁଟ ରହିଛି। ତେବେ ଏହା ବିପଦ ସଙ୍କେତର ବହୁ ତଳେ ରହିଛି। ଏଠାରେ ବିପଦ ସଙ୍କେତ ୯୭ ଫୁଟ ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe