ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ।  ରାଜ୍ୟର ୧ ହଜାର ୨୯ଟି କଲେଜ୍ ପାଇଁ ୨ ଲକ୍ଷ ୧୨ ହଜାର ୯୯୮ ଛାତଛାତ୍ରୀ ଆବେଦନ କରିଛନ୍ତି । ଆଜି ହିଁ ସାମ୍ସ ଆକାଉଣ୍ଟରେ ଆଡମିଶନ ଲାଗି ଇ-ଡିପୋଜିଟ୍ କରିବେ ଛାତ୍ରଛାତ୍ରୀ । ଅକ୍ଟୋବର ୮ ତାରିଖରେ ଦ୍ୱିତୀୟ ମେରିଟ୍ ତାଲିକା ପ୍ରକାଶ ପାଇବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୮ରୁ ଯୁକ୍ତ ୩ର ବିଭିନ୍ନ ବିଭାଗରେ ଆବେଦନ […]

cut-off

Niharika Rout
  • Published: Monday, 28 September 2020
  • , Updated: 28 September 2020, 08:01 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ।  ରାଜ୍ୟର ୧ ହଜାର ୨୯ଟି କଲେଜ୍ ପାଇଁ ୨ ଲକ୍ଷ ୧୨ ହଜାର ୯୯୮ ଛାତଛାତ୍ରୀ ଆବେଦନ କରିଛନ୍ତି । ଆଜି ହିଁ ସାମ୍ସ ଆକାଉଣ୍ଟରେ ଆଡମିଶନ ଲାଗି ଇ-ଡିପୋଜିଟ୍ କରିବେ ଛାତ୍ରଛାତ୍ରୀ ।

ଅକ୍ଟୋବର ୮ ତାରିଖରେ ଦ୍ୱିତୀୟ ମେରିଟ୍ ତାଲିକା ପ୍ରକାଶ ପାଇବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୮ରୁ ଯୁକ୍ତ ୩ର ବିଭିନ୍ନ ବିଭାଗରେ ଆବେଦନ ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ କଲେଜ୍‌ରେ ଆଡମିଶନ୍ ପାଇଁ ଛାତଛାତ୍ରୀ ଇ-ଆଡମିଶନ୍ ଲାଗି ଆବେଦନ କରିଛନ୍ତି ।

 

Related story