ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବରହମପୁର ପଞ୍ଚାୟତ ମାଳିଅରୁଆ ଗାଁରେ ଭୟାବହ ଅଗ୍ନିକାଣ୍ଡରେ ୫ ବଖରା ଘର, ଗୋଟିଏ ଗୋରୁ ଓ ଘରର ଆସବାବପତ୍ର ପୋଡି ପାଉଁଶ ହୋଇ ଯାଇଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।
ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।