ଅଗ୍ନିକାଣ୍ଡରେ ୫ବଖରା ଘର ଭସ୍ମ

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବରହମପୁର ପଞ୍ଚାୟତ ମାଳିଅରୁଆ ଗାଁରେ ଭୟାବହ ଅଗ୍ନିକାଣ୍ଡରେ ୫ ବଖରା ଘର, ଗୋଟିଏ ଗୋରୁ ଓ ଘରର ଆସବାବପତ୍ର ପୋଡି ପାଉଁଶ ହୋଇ ଯାଇଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା।

fire.99999999999.j9000

Tapaswini Nayak
  • Published: Saturday, 28 September 2019
  • , Updated: 28 September 2019, 11:32 AM IST

ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବରହମପୁର ପଞ୍ଚାୟତ ମାଳିଅରୁଆ ଗାଁରେ ଭୟାବହ ଅଗ୍ନିକାଣ୍ଡରେ ୫ ବଖରା ଘର, ଗୋଟିଏ ଗୋରୁ ଓ ଘରର ଆସବାବପତ୍ର ପୋଡି ପାଉଁଶ ହୋଇ ଯାଇଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା।

Related story