ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ରାଜ୍ୟରେ ଆଜି ୫୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏଯାବତ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧୨ ହଜାର ୪୫୨ ପହଞ୍ଚିଲାଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ଗଞ୍ଜାମରୁ ସର୍ବାଧିକ ୧୯୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୮୦, ଯାଜପୁରରୁ ୪୦, ସୁନ୍ଦରଗଡ଼ରୁ ୩୭, କଟକରୁ ୨୮, କେନ୍ଦୁଝରରୁ ୨୦, ଜଗତସିଂହପୁରରୁ ୧୮, ବାଲେଶ୍ୱରରୁ ୧୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୩ ଲେଖାଏଁ ସୁସ୍ଥ ହୋଇଛନ୍ତି।
ସେହିପରି ମୟୂରଭଞ୍ଜ ଓ ରାୟଗଡ଼ାରୁ ୯ ଲେଖାଏଁ, ବଲାଙ୍ଗିରରୁ ୮, ଭଦ୍ରକରୁ ୭, ଗଜପତି ଓ ପୁରୀରୁ ୬ ଲେଖାଏଁ, କୋରାପୁଟରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।
ସେହିପରି ଓଡ଼ିଶାରେ ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୫୫ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।