ରାଜ୍ୟରେ ଖୋଲିଲା ଆଉ ୫ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ରାଜ୍ୟରେ ଆଜି ଆଉ ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ଏହି ୫ଟି ହସ୍ପିଟାଲରେ ୮୨୫ଟି ନୂଆ ବେଡ୍ ସହ ରାଜ୍ୟରେ କୋଭିଡ୍ ହସ୍ପିଟାଲ ବେଡ୍ ସଂଖ୍ୟା ୪୯୭୬କୁ ବୃଦ୍ଧି ପାଇଛି। ଅନୁଗୋଳ, ବରଗଡ଼, ଜଗତସିଂହପୁର, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଏହି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର […]

medical

medical

Manoranjan Sial
  • Published: Monday, 20 April 2020
  • Updated: 20 April 2020, 07:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ରାଜ୍ୟରେ ଆଜି ଆଉ ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ଏହି ୫ଟି ହସ୍ପିଟାଲରେ ୮୨୫ଟି ନୂଆ ବେଡ୍ ସହ ରାଜ୍ୟରେ କୋଭିଡ୍ ହସ୍ପିଟାଲ ବେଡ୍ ସଂଖ୍ୟା ୪୯୭୬କୁ ବୃଦ୍ଧି ପାଇଛି। ଅନୁଗୋଳ, ବରଗଡ଼, ଜଗତସିଂହପୁର, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଏହି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି।

ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହସ୍ପିଟାଲଗୁଡ଼ିକର ଲୋକାର୍ପଣ କରିଥିଲେ। ଏହି ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ପ୍ରସ୍ତୁତିରେ ମହାନଦୀ କୋଲଫିଲଡ୍ , ଇଣ୍ଡିଆନ ଅଏଲ କର୍ପୋରେସନ ଲିଃ, ପାରାଦୀପ ପୋର୍ଟ ଟ୍ରଷ୍ଟ, ନାଲକୋ ଓ ସୁନ୍ଦରଗଡ଼ ଜିଲ୍ଲା ଖଣିଜ ପାଣ୍ଠିର ସହଭାଗିତା ରହିଛି। ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ୩୦ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାସହ ମୋଟ ବେଡ୍ ସଂଖ୍ୟା ୪୯୭୬କୁ ବୃଦ୍ଧି ପାଇଛି। ଏହି ଲୋକାର୍ପଣ ଅବସରରେ ରାଜ୍ୟ ସରକାର ଓ ସରକାରୀ ଉଦ୍ୟୋଗଗୁଡ଼ିକର ଉଦ୍ୟମକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଶଂସା କରିବା ସହ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ନିର୍ମାଣରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି କହିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କୋଭିଡ-୧୯ ସଂକ୍ରମଣକୁ ରୋକିବା ଦିଗରେ ରାଜ୍ୟବାସୀଙ୍କ ପୂର୍ଣ୍ଣ ସହଯୋଗ ଓ ତ୍ୟାଗକୁ ପ୍ରଶଂସା କରିଛନ୍ତି। ସବୁସ୍ତରରେ ଲୋକମାନଙ୍କ ତ୍ୟାଗ, ସହଯୋଗ ଓ ଉର୍ତ୍ସଗୀକୃତ ବ୍ୟବସ୍ଥା ଯୋଗୁ ଏହା ହାସଲ ହୋଇପାରିଛି। କଟକଣା ଉଠିବା ପରେ ଅନ୍ୟ ରାଜ୍ୟରେ ରହିଥିବା ଓଡ଼ିଶାର ଭାଇଭଉଣୀମାନଙ୍କୁ ଫେରାଇ ଆଣିବା ନିମନ୍ତେ ସମ୍ପୃକ୍ତ ରାଜ୍ୟ ଓ ଭାରତ ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଓଡ଼ିଶା ସରକାର ସେମାନଙ୍କୁ ଫେରାଇ ଆଣିବେ। ବୈଷୟିକ ଜ୍ଞାନକୌଶଳ ଓ ମାନବିକ ଦୃଷ୍ଟିଭଙ୍ଗୀ ସହିତ ପଞ୍ଚାୟତ ଓ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡ଼ିକୁ ସାମିଲ କରି ଗୋଷ୍ଠୀ ତଦାରଖ ବ୍ୟବସ୍ଥା ଭିତ୍ତିରେ ସେମାନଙ୍କୁ ଫେରାଇ ଅଣାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story