Advertisment

ତିନି କିମି ପୂର୍ବରୁ ସଫା ହୋଇଗଲା ପୂରା ପରିବାର

ଗତକାଲି ପହିଲି ରଜରେ ଦୁଃଖଦ ଖବର ଆସିଛି। ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଛୁଇଁବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକକୁ କାର ଧକ୍କା ଦେବାଫଳରେ ୫ଜଣଙ୍କର ମୃତ୍ୟୁ ଘଟିଥିଲା।

ଅଦ୍ୟତନ ହୋଇଛି
Advertisment

ଗତକାଲି ପହିଲି ରଜରେ ଦୁଃଖଦ ଖବର ଆସିଛି। ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଛୁଇଁବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକକୁ କାର ଧକ୍କା ଦେବାଫଳରେ ୫ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଦୁଇଜଣ ଶିଶୁ ଅଛନ୍ତି। ମୃତକମାନଙ୍କ ଘର ବଲାଙ୍ଗିର ସହର ରାମଜିପଡାର ବୋଲି ସୂଚନା ମିଳିଛି। 

Advertisment
Balangir Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe