ଗୁଣପୁର (ଇନ୍ଦ୍ରଜିତ କୁମାର ପଣ୍ଡା): ଚୋରା ଚାଲାଣ ବେଳେ ରାୟଗ଼ଡ଼ା ଜିଲ୍ଲା ଗୁଣପୁର ବସ୍ଷ୍ଟାଣ୍ଡ ନିକଟରୁ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ପୁଲିସ ଓ ବନ ବିଭାଗ ମିଳିତ ଭାବେ ଚଢ଼ଉ କରି ବଜ୍ରକାପ୍ତାଟିକୁ ଉଦ୍ଧାର କରିବା ସହ ୫ଜଣଙ୍କୁ ଗିରଫ କରିଛନ୍ତି।
ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି। ଗିରଫ ୩ ଯୁବକଙ୍କ ଘର ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲଣ କରାଯାଇଛି।
ପଦ୍ମପୁରରୁ ଗୁଣପୁର ଦେଇ ବଜ୍ରକାପ୍ତାକୁ ଭୁବନେଶ୍ୱର ଚାଲାଣ କରାଯାଉଥିବା ପୁଲିସ ଜାଣିବାକୁ ପାଇଛି। ଏହି ରାକେଟରେ ଆଉ କିଏକିଏ ସମ୍ପୃକ୍ତ ଅଛନ୍ତି, ତାହାର ତଦନ୍ତ କରାଯାଉଥିବା ପୁଲିସ୍ କହିଛି।
https://youtu.be/iQi9pKt1dkw
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।