୫ଟି ଟାଟା ମ୍ୟାଜିକ ଜଳିଗଲା

<p>ସୁନ୍ଦରଗଡ଼: ସୁନ୍ଦରଗଡ଼ ସହର ରାଣୀବଗିଚା ଅଞ୍ଚଳରେ ଏକ ଗ୍ୟାରେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଯୋଗୁଁ ୫ଟି ଟାଟା ମ୍ୟାଜିକ ଜଳି ଯାଇଛି। ମାତ୍ର ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ। ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଆୟତ୍ତ କରିବା ସମ୍ଭବପର ହୋଇନଥିଲା। ଖବର ଲେଖା ହେବା ପର୍ଯ୍ୟନ୍ତ ନିଆଁ ଜଳୁଥିବା ଜଣାପଡ଼ିଛି। ଏହାକୁ ନେଇ ପାଖ ପଡୋଶୀ ଦୋକାନୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି।</p>

Ordigital Desk
  • Published: Saturday, 10 February 2018
  • Updated: 10 February 2018, 10:53 PM IST

Sports

Latest News

<p>ସୁନ୍ଦରଗଡ଼: ସୁନ୍ଦରଗଡ଼ ସହର ରାଣୀବଗିଚା ଅଞ୍ଚଳରେ ଏକ ଗ୍ୟାରେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଯୋଗୁଁ ୫ଟି ଟାଟା ମ୍ୟାଜିକ ଜଳି ଯାଇଛି। ମାତ୍ର ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ। ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଆୟତ୍ତ କରିବା ସମ୍ଭବପର ହୋଇନଥିଲା। ଖବର ଲେଖା ହେବା ପର୍ଯ୍ୟନ୍ତ ନିଆଁ ଜଳୁଥିବା ଜଣାପଡ଼ିଛି। ଏହାକୁ ନେଇ ପାଖ ପଡୋଶୀ ଦୋକାନୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos