ଚାଲିଗଲେ ୫ଥରର ବିଧାୟକ ଅରୁଣ ଦେ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱରର ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ଭୁବନେଶ୍ୱରର ଆମ୍ରି ହସ୍ପିଟାଲରେ ସଂଧ୍ୟା ୭ଟା ୨୦ରେ ତାଙ୍କର ପରଲୋକ ହୋଇଛି। ଏ ନେଇ ଆମ୍ରି ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। ବାଲେଶ୍ୱରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଅରୁଣ।  ୩ଥର ସିପିଆଇ ଟିକେଟ୍‌ରେ, ଥରେ ଓଜିପିରୁ ଓ ଥରେ ସ୍ୱାଧୀନ ଭାବେ ଜିତିଥିଲେ। ସେ ଓଡ଼ିଶା ରାଜନୀତିରେ ପ୍ରଥମେ କମ୍ୟୁନିଷ୍ଟ […]

6hnm

6hnm

Tapas Behera
  • Published: Monday, 02 August 2021
  • Updated: 03 August 2021, 11:05 AM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱରର ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ଭୁବନେଶ୍ୱରର ଆମ୍ରି ହସ୍ପିଟାଲରେ ସଂଧ୍ୟା ୭ଟା ୨୦ରେ ତାଙ୍କର ପରଲୋକ ହୋଇଛି। ଏ ନେଇ ଆମ୍ରି ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି।

ବାଲେଶ୍ୱରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଅରୁଣ।  ୩ଥର ସିପିଆଇ ଟିକେଟ୍‌ରେ, ଥରେ ଓଜିପିରୁ ଓ ଥରେ ସ୍ୱାଧୀନ ଭାବେ ଜିତିଥିଲେ। ସେ ଓଡ଼ିଶା ରାଜନୀତିରେ ପ୍ରଥମେ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ଓଡ଼ିଶା ଗଣ ପରିଷଦରେ ଯୋଗ ଦେଇଥିଲେ । ୧୯୭୪, ୧୯୮୦ ଓ ୧୯୯୦ ମସିହାରେ ସେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ  ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଅରୁଣ ଦେ ୧୯୪୬ ମସିହାର ଅପ୍ରେଲ ମାସ ୩୦ ତାରିଖରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ସେ କଳାରେ ସ୍ନାତକ ଏବଂ ଓକିଲାତି ପଢ଼ିବା ପରେ ଜଣେ ଆଇନଜୀବି ଭାବରେ କାର୍ଯ୍ୟ କରୁଥିଲେ ।

ଅରୁଣ ୧୯୭୧ ମସିହାରେ କମ୍ୟୁନିଷ୍ଟ ପାର୍ଟିରେ ଯୋଗ ଦେଇଥିଲେ ଏବଂ ୧୯୯୪ ମସିହାଯାଏଁ ସେ ଏହି ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ୧୯୭୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ଅରୁଣ ସିପିଆଇର ପ୍ରାର୍ଥୀ ଭାବରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୭୪ ମସିହାରୁ ୧୯୭୭ ମସିହା ଯାଏଁ କାର୍ଯ୍ୟ କରିଥିଲେ ।

ଏହାପରେ ପୁନର୍ବାର ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୯୮୦, ୧୯୯୦ ମସିହାରେ ସିପିଆଇର ପ୍ରାର୍ଥୀ ଭାବରେ, ୧୯୯୫ ମସିହାରେ ସ୍ୱାଧୀନ ଭାବରେ ଏବଂ ୨୦୦୪ ମସିହାରେ ଓଡ଼ିଶା ଗଣ ପରିଷଦର ପ୍ରାର୍ଥୀ ଭାବରେ ସେ ଯଥାକ୍ରମେ ୮ମ, ୧୦ମ, ୧୧ଶ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story