ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ୫ ପ୍ରକାର କରୋନା ଭାଇରସ ଚିହ୍ନଟ ହୋଇଛି। ସେଗୁଡ଼ିକ ହେଲା 19A, 19B, 20A, 20B ଓ 20C। ତେବେ ସବୁଠାରୁ ଅଧିକ 20A ଓ 20B ପ୍ରକାର ଭାଇରସ ଠାବ ହୋଇଛି। କରୋନା ଭାଇରସ୍ ପ୍ରକାରକୁ ନେଇ ସୂଚନା ଦେଇଛି ILS ନିର୍ଦ୍ଦେଶକ ଅଜୟ ପରିଡ଼ା।
ସେ କହିଛନ୍ତି-“RMRC ଓ ILS ପକ୍ଷରୁ ଓଡ଼ିଶାରେ ୨୨୫ ସାମ୍ପଲ ସଂଗ୍ରହ କରାଯାଇ ଗବେଷଣା ହୋଇଥିଲା। ୧୩ଟି ରାଜ୍ୟରୁ ଆସିଥିବା ପ୍ରବାସୀଙ୍କୁ ନେଇ ଗବେଷଣା ହୋଇଥିଲା। ଗୁଜରାଟ, ଦିଲ୍ଲୀ, ତାମିଲନାଡୁରୁ ଫେରିଥିବା ପ୍ରବାସୀଙ୍କୁ ନେଇ ଗବେଷଣା ହୋଇଥିଲା। ଜେନୋମିକ ଷ୍ଟଡି ପରେ ମିଳିଛି ୫ ପ୍ରକାର କରୋନା ଭାଇରସ ଥିବା ସ୍ପଷ୍ଟ ହୋଇଛି। ଜୁଲାଇ ପରଠାରୁ ରାଜ୍ୟରେ ସଂକ୍ରମଣ ନେଇ ପୁଣି ଷ୍ଟଡି କରାଯିବ।”
୫ ପ୍ରକାର ଭାଇରସ ନେଇ ILS ନିର୍ଦ୍ଦେଶକ ଅଜୟ ପରିଡ଼ା କହିଛନ୍ତି-“ଭାଇରସ ପ୍ରକାର ମିଳିବା ପରେ ଭ୍ୟାକସିନ ପାଇଁ ସୁବିଧା ହେବ। ଦେଖିବାକୁ ପଡ଼ିବ ଗୋଟିଏ ପ୍ରକାର ଭ୍ୟାକସିନରେ ହେବ, ନା ୫ ପ୍ରକାର ଭାଇରସ ପାଇଁ ୫ ପ୍ରକାର ଭ୍ୟାକସିନ ହେବା।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି। ଏ
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।