ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ା ମଙ୍ଗଳ ବଜାରରେ ଜଣେ ୫ ବର୍ଷର ଶିଶୁପୁତ୍ର ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେ ବାହାର ରାଜ୍ୟରୁ ଆସି ପରିବାର ଲୋକଙ୍କ ସହ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ। ରକ୍ତ ଓ ସ୍ୱାବ୍ ଟେଷ୍ଟ ପରେ ତାକୁ ‘କରୋନା’ ହୋଇଥିବା ସ୍ପଷ୍ଟ ହୋଇଛି। ଏନେଇ ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲ ଗଣମାଧ୍ୟମକୁ ସୂଚନା ଦେଇଛି। ଏହି ୫ ବର୍ଷର ଶିଶୁପୁତ୍ରକୁ ମିଶାଇ ରାଜ୍ୟରେ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୦ରେ ପହଞ୍ଚିଛି।
ରାଜ୍ୟରେ ଆଜି ସୁଦ୍ଧା ୧୧୯୦ ମହାମାରୀ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୩୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୭୪୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ ବିଭିନ୍ନ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଅଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ଭିତରୁ ୨୩ ଜଣ ଛୋଟ ପିଲା ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।