୫ ବର୍ଷର ଶିଶୁକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଏକ ୫ ବର୍ଷର ଶିଶୁକୁ ଦୁଷ୍କର୍ମ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ପୁଲିସ୍ ଜଣେ ମଧ୍ୟ ବୟସ୍କ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଭିଯୋଗ ଅନୁଯାୟୀ, ଝିଅଟି ସାଙ୍ଗମାନଙ୍କ ସହିତ ଖେଳୁଥିବା ବେଳେ ଅଭିଯୁକ୍ତ ଜଣଙ୍କ ତାକୁ ଚକୋଲେଟ୍ ଦେବାକୁ କହି ଏକ ଅର୍ଦ୍ଧ ନିର୍ମିତ ଘରକୁ ନେଇ ଦୁଷ୍କର୍ମ ଉଦ୍ୟମ କରିଥିଲା। ଝିଅକୁ ନପାଇ ଖୋଜାଖୋଜି କରିଥିଲେ। ଏହା […]

rape

rape

Jitendra Garnayak
  • Published: Sunday, 27 January 2019
  • Updated: 27 January 2019, 09:02 AM IST

Sports

Latest News

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ଏକ ୫ ବର୍ଷର ଶିଶୁକୁ ଦୁଷ୍କର୍ମ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ପୁଲିସ୍ ଜଣେ ମଧ୍ୟ ବୟସ୍କ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଅଭିଯୋଗ ଅନୁଯାୟୀ, ଝିଅଟି ସାଙ୍ଗମାନଙ୍କ ସହିତ ଖେଳୁଥିବା ବେଳେ ଅଭିଯୁକ୍ତ ଜଣଙ୍କ ତାକୁ ଚକୋଲେଟ୍ ଦେବାକୁ କହି ଏକ ଅର୍ଦ୍ଧ ନିର୍ମିତ ଘରକୁ ନେଇ ଦୁଷ୍କର୍ମ ଉଦ୍ୟମ କରିଥିଲା। ଝିଅକୁ ନପାଇ ଖୋଜାଖୋଜି କରିଥିଲେ। ଏହା ପରେ ସେମାନେ ସେହି ଅର୍ଦ୍ଧ ନିର୍ମିତ ଘରେ ଅଭିଯୁକ୍ତ ସହ ଝିଅକୁ ପାଇଥିଲେ।

ଗତ ୨୦ ତାରିଖରେ ଅନୁଗୋଳ ଥାନା ଅଞ୍ଚଳରେ ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିଲା। ତାକୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos