ହୀରାଖଣ୍ଡ ଏକ୍ସପ୍ରେସରେ ଆଧୁନିକ ଏଲ୍‌ଏଚ୍‌ବି କୋଚ୍‌ର ଶୁଭାରମ୍ଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗଣେଶ ପୂଜା ଅବସରରେ ନୂଆ ଅତ୍ୟାଧୁନିକ ଏଲଏଚ୍‌ବି ରେକ୍‌ ଓ ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ସ୍ୱତନ୍ତ୍ର ହୀରାଖଣ୍ଡ ଏକ୍ସପ୍ରେସ ଚାଲିବ। ଆଜି ନୂଆଦିଲ୍ଲୀ ରେଳ ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାଧୁବାଦ ଜଣାଇଛନ୍ତି। ଶ୍ରୀ ଗଣେଶ ଚତୁର୍ଥୀର ପବିତ୍ର ଦିବସରେ ନୂଆଦିଲ୍ଲୀରୁ […]

Rail

Rail

Manoranjan Sial
  • Published: Friday, 10 September 2021
  • Updated: 10 September 2021, 10:15 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗଣେଶ ପୂଜା ଅବସରରେ ନୂଆ ଅତ୍ୟାଧୁନିକ ଏଲଏଚ୍‌ବି ରେକ୍‌ ଓ ଭୁବନେଶ୍ୱର-ଜଗଦଲପୁର-ଭୁବନେଶ୍ୱର ସ୍ୱତନ୍ତ୍ର ହୀରାଖଣ୍ଡ ଏକ୍ସପ୍ରେସ ଚାଲିବ। ଆଜି ନୂଆଦିଲ୍ଲୀ ରେଳ ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାଧୁବାଦ ଜଣାଇଛନ୍ତି।

https://twitter.com/dpradhanbjp/status/1436347266776723458?s=20

ଭୁବନେଶ୍ୱର-ଜଗଦଲପୁର-ହୀରାଖଣ୍ଡ ଏକ୍ସପ୍ରେସର ନୂଆ ଅତ୍ୟାଧୁନିକ ଏଲଏଚବି କୋଚ୍‌ ଗୁଡ଼ିକ ନିଶ୍ଚିତ ଭାବେ ଯାତ୍ରୀମାନଙ୍କୁ ଉତ୍ତମ ଓ ଆରାମଦାୟକ ସୁବିଧା ଯୋଗାଇବ। ଏହାସହ ଅଧିକ ଉର୍ଜା ସଞ୍ଚୟ ହୋଇପାରିବ। ଏହି ପଦକ୍ଷେପ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ତଥା ରେଳ ବିଭାଗର ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର। ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ କଳ୍ପନାରେ ଏହି ସୁବିଧା ଦ୍ୱାରା ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ। ଏହି ଅତ୍ୟାଧୁନିକ କୋଚ୍‌ ଦ୍ୱାରା ତିନୋଟି ରାଜ୍ୟର ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ମୋଦି ସରକାର ଯାହା କୁହନ୍ତି ତାହା କରନ୍ତି। ମୋଦି ସରକାରରେ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ବିପୁଳ ଅର୍ଥ ପ୍ରଦାନ କରିଛନ୍ତି। ନୂଆ ରେଳ ଲାଇନ, ରେଳ ଲାଇନର ଦୋହରୀକରଣ, ବିଦ୍ୟୁତକରଣ, ଷ୍ଟେସନରେ ଯାତ୍ରୀଙ୍କ ପାଇଁ ଆନୁଷାଙ୍ଗିକ ସୁବିଧାକୁ ମୋଦି ସରକାରରେ ସର୍ବାଧିକ ପ୍ରଧାନ୍ୟ ଦିଆଯାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story