ନୂଆବର୍ଷରୁ ଭୁବନେଶ୍ୱରରୁ ସୁରତକୁ ଉଡିବ ବିମାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁରତରେ ବସବାସ କରୁଥିବା ଓଡ଼ିଆଙ୍କ ପାଇଁ ଖୁସି ଖବର। କାରଣ ନୂଆବର୍ଷ ଅର୍ଥାତ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରତକୁ ଚାଲିବ ବିମାନ। ସପ୍ତାହକୁ ୩ ଦିନ ଉଡିବ ଏୟାର ଇଣ୍ଡିଆ ବିମାନ। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ। ବିମାନ ଚଳାଚଳ ମନ୍ତ୍ରାଳୟ ତାଙ୍କ ନିବେଦନ ରକ୍ଷା କରିଥିବା ସେ ଟ୍ୱିଟ୍‌ କରିଛନ୍ତି। ସୂଚନାରୁ ପ୍ରକାଶ, ଓଡ଼ିଶା ବାହାରେ ବିଭିନ୍ନ ସହରମାନଙ୍କ ଭିତରେ ସୁରତରେ ସବୁଠାରୁ ଅଧିକ […]

air-india

air-india

Manoranjan Sial
  • Published: Thursday, 10 October 2019
  • Updated: 10 October 2019, 04:09 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁରତରେ ବସବାସ କରୁଥିବା ଓଡ଼ିଆଙ୍କ ପାଇଁ ଖୁସି ଖବର। କାରଣ ନୂଆବର୍ଷ ଅର୍ଥାତ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରତକୁ ଚାଲିବ ବିମାନ। ସପ୍ତାହକୁ ୩ ଦିନ ଉଡିବ ଏୟାର ଇଣ୍ଡିଆ ବିମାନ। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ଭୁବନେଶ୍ୱର ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ। ବିମାନ ଚଳାଚଳ ମନ୍ତ୍ରାଳୟ ତାଙ୍କ ନିବେଦନ ରକ୍ଷା କରିଥିବା ସେ ଟ୍ୱିଟ୍‌ କରିଛନ୍ତି।

ସୂଚନାରୁ ପ୍ରକାଶ, ଓଡ଼ିଶା ବାହାରେ ବିଭିନ୍ନ ସହରମାନଙ୍କ ଭିତରେ ସୁରତରେ ସବୁଠାରୁ ଅଧିକ ଓଡ଼ିଆ ବସବାସ କରୁଛନ୍ତି। ନିଯୁକ୍ତି ପାଇଁ ବାହାରେ ରହୁଥିବା ରହୁଥିବା ଏହି ଓଡ଼ିଆମାନେ ଅନେକ ସମୟରେ ଘରକୁ ଫେରିବା ବେଳେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଯାହାକୁ ନେଇ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସୁରତରୁ ଭୁବନେଶ୍ୱର ଓ ଭୁବନେଶ୍ୱରରୁ ସୁରତକୁ ବିମାନ ଚଳାଇବାକୁ ସେମାନେ ଦୀର୍ଘ ଦିନରୁ ଦାବି କରି ଆସୁଥିଲେ। ଏହା ପରେ ଶ୍ରୀମତି ଷଡଙ୍ଗୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରିଙ୍କୁ ଭେଟି ବିମାନ ଚଳଚଳ ପାଇଁ ଅନୁରୋଧ କରିଥିଲେ। ବିମାନ ଚଳାଚଳ ନେଇ ସେ ସବୁଜ ସଙ୍କେତ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story