୨୫ରୁ ଝାରସୁଗୁଡ଼ା ବିମାନବନ୍ଦରରୁ ଉଡ଼ିବ ବିମାନ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ମେ’ ୨୫ ତାରିଖରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏହି କ୍ରମରେ ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମଧ୍ୟ ବିମାନ ସେବା ଆରମ୍ଭ ହେବ। ଏଠାରୁ ଦେଶର ବିଭିନ୍ନ ସ୍ଥାନକୁ ବିମାନ ଯାତ୍ରା ନେଇ ଟିକେଟ୍‌ ବୁକିଂ ମଧ୍ୟ ଆରମ୍ଭ ହୋଇଯାଇଛି।  ଏହି ବିମାନ ବନ୍ଦରରୁ Spicejet ପକ୍ଷରୁ ନୂଆଦିଲ୍ଲୀ, କୋଲକାତା, ହାଇଦ୍ରାବାଦ ଏବଂ Alliance Air ପକ୍ଷରୁ ଭୁବନେଶ୍ୱର ଓ କୋଲକାତାକୁ ୨୫ ତାରିଖରୁ ବିମାନ ଚାଲିବ। ଏଠାରୁ […]

jharsuguda-

jharsuguda-

Niharika Rout
  • Published: Saturday, 23 May 2020
  • Updated: 23 May 2020, 02:32 PM IST

Sports

Latest News

ଝାରସୁଗୁଡ଼ା(ଭାଗିରଥୀ ସାହୁ): ମେ’ ୨୫ ତାରିଖରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏହି କ୍ରମରେ ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମଧ୍ୟ ବିମାନ ସେବା ଆରମ୍ଭ ହେବ। ଏଠାରୁ ଦେଶର ବିଭିନ୍ନ ସ୍ଥାନକୁ ବିମାନ ଯାତ୍ରା ନେଇ ଟିକେଟ୍‌ ବୁକିଂ ମଧ୍ୟ ଆରମ୍ଭ ହୋଇଯାଇଛି। 

ଏହି ବିମାନ ବନ୍ଦରରୁ Spicejet ପକ୍ଷରୁ ନୂଆଦିଲ୍ଲୀ, କୋଲକାତା, ହାଇଦ୍ରାବାଦ ଏବଂ Alliance Air ପକ୍ଷରୁ ଭୁବନେଶ୍ୱର ଓ କୋଲକାତାକୁ ୨୫ ତାରିଖରୁ ବିମାନ ଚାଲିବ। ଏଠାରୁ ବିମାନ ଉଡ଼ାଣ ନେଇ ଏକ ସମୀକ୍ଷା ବୈଠକ ବସିଥିଲା। ଏଥିରେ ଜିଲ୍ଲାପାଳ, ଏସ୍‌ପି, ବିମାନବନ୍ଦରର ନିର୍ଦ୍ଦେଶକ, ଜିଲ୍ଲା ଚିକିତ୍ସାଧିକାରୀ ଓ ଅନ୍ୟ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story