ଆଜିଠାରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ବିମାନ ସେବା

ଝାରସୁଗୁଡ଼ା (ଭାଗିରଥି ସାହୁ): ଆଜିଠାରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ସିଧା ଉଡ଼ିବ ବିମାନ। ଏନେଇ ଝାରସୁଗୁଡ଼ା ବିମାନବନ୍ଦର ନିର୍ଦ୍ଦେଶକ ସୁଦେଶ କୁମାର ଚୌହାନ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ପ୍ରତିଦିନ ସକାଳ ୧୦ଟା ୩୫ମିନିଟ୍‌ରେ ଝାରସୁଗୁଡ଼ାରୁ ଭୁବନେଶ୍ୱରକୁ ବିମାନ ଉଡ଼ିବ। କିନ୍ତୁ ଆଜି ପ୍ରଥମ ଦିନ ହୋଇଥିବାରୁ ଝାରସୁଗୁଡ଼ାରୁ ଭୁବନେଶ୍ୱରକୁ ଦିନ ୧୧ଟା୧୫ ମିନିଟ୍‌ରେ ବିମାନ ଉଡ଼ିବ। ସେହିପରି ଝାରସୁଗୁଡ଼ାରୁ ରାୟପୁରକୁ ଆଜି ଅପରାହ୍ଣ ୫ଟା ୧୫ରେ ବିମାନ ଉଡ଼ିବ। ଆଲିଏନ୍ସ ଏୟାର ତରଫରୁ ATR-72 […]

jharsuguda

jharsuguda

Jitendra Garnayak
  • Published: Wednesday, 05 June 2019
  • Updated: 05 June 2019, 08:38 AM IST

Sports

Latest News

ଝାରସୁଗୁଡ଼ା (ଭାଗିରଥି ସାହୁ): ଆଜିଠାରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ସିଧା ଉଡ଼ିବ ବିମାନ। ଏନେଇ ଝାରସୁଗୁଡ଼ା ବିମାନବନ୍ଦର ନିର୍ଦ୍ଦେଶକ ସୁଦେଶ କୁମାର ଚୌହାନ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ପ୍ରତିଦିନ ସକାଳ ୧୦ଟା ୩୫ମିନିଟ୍‌ରେ ଝାରସୁଗୁଡ଼ାରୁ ଭୁବନେଶ୍ୱରକୁ ବିମାନ ଉଡ଼ିବ। କିନ୍ତୁ ଆଜି ପ୍ରଥମ ଦିନ ହୋଇଥିବାରୁ ଝାରସୁଗୁଡ଼ାରୁ ଭୁବନେଶ୍ୱରକୁ ଦିନ ୧୧ଟା୧୫ ମିନିଟ୍‌ରେ ବିମାନ ଉଡ଼ିବ। ସେହିପରି ଝାରସୁଗୁଡ଼ାରୁ ରାୟପୁରକୁ ଆଜି ଅପରାହ୍ଣ ୫ଟା ୧୫ରେ ବିମାନ ଉଡ଼ିବ।

ଆଲିଏନ୍ସ ଏୟାର ତରଫରୁ ATR-72 ବିମାନ ଚଳାଚଳ କରିବ। ଏହି କମ୍ପାନୀ ହେଉଛି ଏୟାର ଇଣ୍ଡିଆର ସବ୍‌ସିଡାରୀ ସଂସ୍ଥା।

ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୩୧ରୁ ଉଡ଼ାନ୍‌ ଯୋଜନା-୩ରେ ସ୍ପାଇସ୍ ଜେଟ୍‌ ଝାରସୁଗୁଡ଼ା ବିମାନ ବନ୍ଦରରୁ ଦେଶର ତିନିଟି ପ୍ରମୁଖ ସହର ନୂଆଦିଲ୍ଲୀ, ହାଇଦ୍ରାବାଦ ଓ କୋଲକାତାକୁ ବିମାନ ସେବା ଯୋଗାଉଛି।

ଆଜିଠାରୁ ଭୁବନେଶ୍ୱର ଓ ରାୟପୁରକୁ ସିଧା ବିମାନ ସେବା ଆରମ୍ଭ ହେଉଥିବାରୁ ଏହାକୁ ସ୍ୱାଗତ କରିଛନ୍ତି ଝାରସୁଗୁଡ଼ାବାସୀ। ତେବେ ଶୀଘ୍ର ମୁମ୍ବାଇ ଓ ବାଙ୍ଗାଲୋରକୁ ମଧ୍ୟ ବିମାନ ଚଳାଚଳ ପାଇଁ ଦାବି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story