ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ମାସ ପରେ ଦେଶରେ ଆଜିଠୁ ପୁଣି ଥରେ ଆରମ୍ଭ ହେଉଛି ଘରୋଇ ବିମାନ ସେବା । ଭୁବନେଶ୍ୱର ଅନ୍ତର୍ଜାତୀୟ ଏୟାରପୋର୍ଟରେ ଆଜି ୧୧ ଯୋଡ଼ା ବିମାନ ଉଡ଼ିବା ନେଇ ସୂଚନା ମିଳିଛି।
ଦିଲ୍ଲୀ, ହାଇଦ୍ରାବାଦ୍, ବେଙ୍ଗାଲୁରୁ ସହର ଭଳି ୧୧ଟି ସହରକୁ ଭୁବନେଶ୍ୱରରୁ ଆଜି ବିମାନ ଉଡ଼ିବ । ହେଲେ ଏହା ପୂର୍ବରୁ ଫ୍ଲାଇଟ ଚଳାଚଳ ପ୍ରସ୍ତୁତି ଅଭ୍ୟାସ ହୋଇଛି । ବିମାନ ବନ୍ଦର କର୍ତ୍ତୃପକ୍ଷ ଏନେଇ ଡେମୋ କରିଛନ୍ତି ।
ଏୟାରପୋର୍ଟ ଟର୍ମିନାଲ ପରିସରରେ ଟଚ୍-ଫ୍ରି ସେବା ଯୋଗାଇବା ପାଇଁ ଭୁବନେଶ୍ୱର ବିମାନ ବନ୍ଦର କର୍ତ୍ତୃପକ୍ଷ ପୂର୍ବରୁ କହିଥିଲେ । ଏହାକୁ କିଭଳି ସଫଳ ଭାବେ କାର୍ଯ୍ୟକାରୀ କରିହେବ ସେଥିପାଇଁ ବିମାନ ବନ୍ଦରରେ ଅଭ୍ୟାସ ହୋଇଥିଲା । ସେହିଭଳି ବିମାନ ବନ୍ଦରରେ ଯାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ସିଟ୍ ଓ ବ୍ୟବହାର ଉପଯୋଗୀ ସ୍ଥାନଗୁଡିକୁ ସାନିଟାଇଜ୍ କରଯାଇଛି । ବିମାନ ବନ୍ଦରର ଚେକ୍-ଇନ୍-ଗେଟ୍, ପ୍ରବେଶ ପଥ ଓ ଅନ୍ୟ ସ୍ଥାନରେ ସାମାଜିକ ଦୂରତା ରଖିବାକୁ ଚିହ୍ନ କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।