ରଙ୍ଗେଇଲୁଣ୍ଡା, ଜୟପୁରରୁ ଉଡ଼ିବ ବିମାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଡାନ୍‌ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବ। ଏନେଇ ଯୋଜନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବିମାନ ଗୋଡ଼ିକ ରଙ୍ଗେଇଲୁଣ୍ଡାଠାରୁ ଭାଇଜାଗ ଓ ଜୟପୁରଠାରୁ ଭାଇଜାଗକୁ ଉଡିବ। ଏଥିପାଇଁ ଦୁଇଟି ଏୟାର ଷ୍ଟ୍ରିପ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି ବୋଲି ପରିବହନ ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି। ରାଜ୍ୟରେ ବର୍ତ୍ତମାନ ଭୁବନେଶ୍ୱରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ […]

Flights

Flights

Manoranjan Sial
  • Published: Friday, 06 August 2021
  • Updated: 06 August 2021, 05:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଡାନ୍‌ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବ। ଏନେଇ ଯୋଜନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ବିମାନ ଗୋଡ଼ିକ ରଙ୍ଗେଇଲୁଣ୍ଡାଠାରୁ ଭାଇଜାଗ ଓ ଜୟପୁରଠାରୁ ଭାଇଜାଗକୁ ଉଡିବ। ଏଥିପାଇଁ ଦୁଇଟି ଏୟାର ଷ୍ଟ୍ରିପ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି ବୋଲି ପରିବହନ ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ଭୁବନେଶ୍ୱରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଓ ଝାରସୁଗୁଡ଼ାରେ ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରେ ବିମାନ ଚଳାଚଳ କରୁଛି। ଏହି ଦୁଇଟି ବିମାନ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଏଏଆଇ) ଦ୍ୱାରା ପରିଚାଳିତ ହେଉଛି। ସେପଟେ ଶ୍ରୀକ୍ଷେତ୍ର ପୁରୀରେ ଏୟାରପୋଟ୍‌ ନିର୍ମାଣ ହେବ। ସେଥିପାଇଁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡ଼ିଛି।

ସେପଟେ ରେଳ ପ୍ରକଳ୍ପ ନେଇ ଶ୍ରୀ ବେହେରା କହିଛନ୍ତି-“ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ କାମ ଦଶପଲ୍ଲା ପର୍ଯ୍ୟନ୍ତ ପହଞ୍ଚି ସାରିଲାଣି। ଜମି ଅଧିଗ୍ରହଣ ମଧ୍ୟ ଚାଲିଛି। ସେପଟରୁ ବଲାଙ୍ଗିରରୁ ସୋନପୁର ପର୍ଯ୍ୟନ୍ତ କାମ ସରିବାକୁ ବସିଲାଣି। ତେବେ ବୌଦ୍ଧରେ କିଛି ସମସ୍ୟା ରହିଛି। ତଥାପି ଜମି ଅଧିଗ୍ରହଣ କାମ ସରିଗଲାଣି ବୋଲି ଜଣାପଡ଼ିଛି। ୨୦୨୪ରୁ ୨୫ ଭିତରେ ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହାଛଡ଼ା ଅନ୍ୟ ରେଳ ପ୍ରକଳ୍ପ ନେଇ ଭାରତ ସରକାରଙ୍କ ରେଳ ବିଭାଗ ସହିତ ଆଲୋଚନା କରାଯାଉଛି।”

ସେ ଆହୁରି କହିଛନ୍ତି-“ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ସମସ୍ୟା ରହିବନି। ସେପ୍ଟେମ୍ବର ମାସରେ ଜମି ଅଧିଗ୍ରହଣର ଷ୍ଟାଟସ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ଦେବେ ରାଜ୍ୟ ସରକାର। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ସମୀକ୍ଷା ବୈଠକ। ରାଜ୍ୟରେ ଚାଲୁ ରହିଥିବା ବିଭିନ୍ନ ରେଳ ପ୍ରକଳ୍ପର ସମସ୍ୟା ନେଇ ଆଲୋଚନା ହୋଇଛି। ଯେଉଁଠି ଯେଉଁଠି ଜମି ଅଧିଗ୍ରହଣ ସମସ୍ୟା ରହିଛି, ତାକୁ ସମାଧାନ କରି ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁଠି ଆର୍ଥିକ ସମସ୍ୟା ଦେଖାଯାଉଛି, ତାକୁ ମଧ୍ୟ ତ୍ୱରାନ୍ୱିତ କରାଯିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଭାଗୀତାରେ ଅଧା ଥିବା ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story