ସୁବର୍ଣ୍ଣପୁର (ଓଡ଼ିଶା ରିପୋର୍ଟର): ଗତ ଦୁଇ ଦିନର ଲଗାଣ ବର୍ଷାରେ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପିତାମହୁଲ ନିକଟ ବାଉରୀ ଯୋର ଉପରେ ୯ ଫୁଟ୍ ଉଚ୍ଚରେ ପାଣି ପ୍ରବାହିତ ହେଉଛି। ଫଳରେ ସୁବର୍ଣ୍ଣପୁରରୁ ରେଢ଼ାଖୋଲ ଓ ସୁବର୍ଣ୍ଣପୁରରୁ ବିଶିପାଲି ଦେଇ ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।
ସେହିଭଳି ହରିହରଯୋର ଜଟେସିଂହା ସ୍ଥିତ ସେତୁ ଉପର ପେଟେ ଉଚ୍ଚର ପାଣି ପ୍ରବାହିତ ହେଉଛି। ସେତୁ ଦବି ଯାଇଛି। ତେଣୁ ବୀରମହାରାଜପୁର ଓ ସୁବଳୟାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଭୂତିଆପାଲି ସ୍ଥିତ ଘୁଙ୍ଗିନାଳରେ ୫ ଫୁଟ୍ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ବୀରମହାରାଜପୁର ଓ ଚାରମାଳକୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି।
ବର୍ଷା ପ୍ରଭାବରେ ଜିଲ୍ଲାର ତଳିଆ ଅଞ୍ଚଳରେ ଥିବା ବିଭିନ୍ନ ଗାଁ ପାଣି ଘେରରେ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l