ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଗତକାଲି ବର୍ଷାର ପରିମାଣ କମିବାରୁ କିଛି ନଦୀର ଜଳସ୍ତର ଧୀରେ ଧୀରେ ହ୍ରାସ ପାଉଛି। ଯାହାଦ୍ୱାରା ମାଲକାନଗିରିରୁ କାଲିମେଳା ଓ ବାଲିମେଳାକୁ ଯୋଗାଯୋଗ ସମ୍ଭବ ହୋଇପାରିଛି।
ଏବେ ବି ସାବେରୀ ଓ ଅନ୍ୟ ନଦୀର ଜଳସ୍ତର ହ୍ରାସ ପାଇ ନ ଥିବାରୁ ଛତିଶଗଡ଼ ଓ କିଛି ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ ତଳିଆ ଅଞ୍ଚଳର ୪୮୧୯ ଲୋକଙ୍କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।