କନ୍ଧମାଳ ଜିଲ୍ଲାରେ ପରିସ୍ଥିତି ଅସମ୍ଭାଳ; ଜଗି ରହିଛି ଓଡ୍ରାଫ୍‌ ଟିମ୍‌

ବାଲିଗୁଡ଼ା(ଅଜିତ ନାୟକ) ଲଗାଣ ବର୍ଷାରେ କନ୍ଧମାଳ ଜିଲ୍ଲାର ସ୍ଥିତି ବେହାଲ ହୋଇପଡ଼ିଛି। ବିଶେଷ କରି ବାଲିଗୁଡ଼ା ଅଞ୍ଚଳରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ବାଟାଗୁଡ଼ାଠାରେ ୫୯ ନମ୍ବର ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଧୋଇ ହୋଇଯିବା ପରେ ଏବେ ବି କନ୍ଧମାଳ-କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ଯୋଗାଯୋଗ ବିଚ୍ଛିନ୍ନ ରହିଛି। ଏହାସହ ବାଲିଗୁଡା, ତୁମୁଡିବନ୍ଧ ଓ କୋଟଗଡ ବ୍ଲକର ଅନେକ ଆଦିବାସୀ ଉପାନ୍ତ ଇଲାକାରେ ବର୍ଷା ଲାଗିରହିଥିବା ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି।  ପ୍ରଶାସନ […]

baliguda

baliguda

Jyoshna Pradhan
  • Published: Thursday, 08 August 2019
  • Updated: 08 August 2019, 11:33 AM IST

Sports

Latest News

ବାଲିଗୁଡ଼ା(ଅଜିତ ନାୟକ) ଲଗାଣ ବର୍ଷାରେ କନ୍ଧମାଳ ଜିଲ୍ଲାର ସ୍ଥିତି ବେହାଲ ହୋଇପଡ଼ିଛି। ବିଶେଷ କରି ବାଲିଗୁଡ଼ା ଅଞ୍ଚଳରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ବାଟାଗୁଡ଼ାଠାରେ ୫୯ ନମ୍ବର ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଧୋଇ ହୋଇଯିବା ପରେ ଏବେ ବି କନ୍ଧମାଳ-କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ଯୋଗାଯୋଗ ବିଚ୍ଛିନ୍ନ ରହିଛି।

ଏହାସହ ବାଲିଗୁଡା, ତୁମୁଡିବନ୍ଧ ଓ କୋଟଗଡ ବ୍ଲକର ଅନେକ ଆଦିବାସୀ ଉପାନ୍ତ ଇଲାକାରେ ବର୍ଷା ଲାଗିରହିଥିବା ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି।  ପ୍ରଶାସନ ତରଫରୁ ବାଲିଗୁଡାଠାରେ ଏକ ଓଡ୍ରାଫ ଟିମକୁ ସଜାଗ ରଖାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos