ଆନନ୍ଦପୁରରେ ବନ୍ୟା; ଚାଷ ଜମି ଜଳମଗ୍ନ

ଆନନ୍ଦପୁର(ମୁନା ସିଂ): ଗତ ଦୁଇ ଦିନ ଧରି ଲଗାଣ ବର୍ଷାରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ରେମ୍ଭାଳ, କୁଶେଇ ଓ ଘାଗରା ନଦୀରେ ବନ୍ୟା ଆସିଛି। ଫଳରେ ଆନନ୍ଦପୁର ଓ ଘଷିପୁରା ବ୍ଳକ୍‌ର ମୋଗିନ୍ଦା, ଗାଳବଣୀ, କଣ୍ଟିପାଳ, ତରତରା, ଦଉଡ଼ିପାଳ, ପଞ୍ଚୁପୁଲି, ଦଳସୁଆଁ, ତରିମୂଳ, ବଳରାମପୁର,ବେଳବାହାଳି ଓ ଖଲଗା ଆଦି ଅନେକ ପଞ୍ଚାୟତର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି। ସେହିପରି ଶାଳ ବଣି ଓ କଣ୍ଟିପାଳ ପଞ୍ଚାୟତର ଅନେକ ବନ୍ଧରେ ଘାଇ ସୃଷ୍ଟି […]

water

water

Jyoshna Pradhan
  • Published: Sunday, 02 September 2018
  • Updated: 02 September 2018, 07:18 AM IST

Sports

Latest News

ଆନନ୍ଦପୁର(ମୁନା ସିଂ): ଗତ ଦୁଇ ଦିନ ଧରି ଲଗାଣ ବର୍ଷାରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।

ରେମ୍ଭାଳ, କୁଶେଇ ଓ ଘାଗରା ନଦୀରେ ବନ୍ୟା ଆସିଛି। ଫଳରେ ଆନନ୍ଦପୁର ଓ ଘଷିପୁରା ବ୍ଳକ୍‌ର ମୋଗିନ୍ଦା, ଗାଳବଣୀ, କଣ୍ଟିପାଳ, ତରତରା, ଦଉଡ଼ିପାଳ, ପଞ୍ଚୁପୁଲି, ଦଳସୁଆଁ, ତରିମୂଳ, ବଳରାମପୁର,ବେଳବାହାଳି ଓ ଖଲଗା ଆଦି ଅନେକ ପଞ୍ଚାୟତର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି।

ସେହିପରି ଶାଳ ବଣି ଓ କଣ୍ଟିପାଳ ପଞ୍ଚାୟତର ଅନେକ ବନ୍ଧରେ ଘାଇ ସୃଷ୍ଟି ହୋଇଛି। ତେଣୁ ଅନେକ ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ଅନେକ ଜମିରେ ବାଲି ଚରି ଯାଇଛି।

କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦେବାକୁ ସାଧାରଣରେ ଦାବି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story