ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର।
ବର୍ତ୍ତମାନ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବଢ଼ି ଚାଲିଛି। ଫଳରେ ଆସନ୍ତାକାଲି ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି। ସେଥିପାଇଁ ମହାନଦୀ ଅବବାହିକାରେ ବସବାସ କରୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲି ଯିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଛି।
ସୂଚନା ଅନୁସାରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ୬୩୦ ଫୁଟ୍ ସର୍ବାଧିକ ଜଳଧାରଣ କ୍ଷମତା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।