ଆସନ୍ତାକାଲି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସିତ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପୂର୍ବାହ୍ନ  ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର।   ବର୍ତ୍ତମାନ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବଢ଼ି ଚାଲିଛି। ଫଳରେ ଆସନ୍ତାକାଲି ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି। ସେଥିପାଇଁ ମହାନଦୀ ଅବବାହିକାରେ ବସବାସ କରୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲି ଯିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଛି। ସୂଚନା ଅନୁସାରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରେ ୬୧୬ […]

hirakud-1-1

hirakud-1-1

Niharika Rout
  • Published: Wednesday, 24 June 2020
  • Updated: 24 June 2020, 01:08 PM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପୂର୍ବାହ୍ନ  ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର।  

ବର୍ତ୍ତମାନ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବଢ଼ି ଚାଲିଛି। ଫଳରେ ଆସନ୍ତାକାଲି ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି। ସେଥିପାଇଁ ମହାନଦୀ ଅବବାହିକାରେ ବସବାସ କରୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲି ଯିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଛି।

ସୂଚନା ଅନୁସାରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ୬୩୦ ଫୁଟ୍ ସର୍ବାଧିକ ଜଳଧାରଣ କ୍ଷମତା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story