ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲା କାଳିଆପାଣି ଥାନା ଅନ୍ତର୍ଗତ ଗରାମିଆଁ ରେଙ୍ଗାଲି ବନ୍ଧ ନିକଟରୁ ଏକ ବୋଲେରୋରୁ ୧୪ ଲକ୍ଷ ଟଙ୍କା ଜବତ କରାଯାଇଛି। ନିର୍ବାଚନୀ ଫ୍ଲାଇଂ ସ୍କ୍ୱାଡ୍ ଓ କାଳିଆପାଣି ପୁଲିସ୍ ଏହି ଟଙ୍କା ଜବତ କରିଛି।
ଫ୍ଲାଇଂ ସ୍କ୍ୱାଡ୍ ଯାଞ୍ଚ କରୁଥିବା ଦେଖି ଗାଡ଼ିଟି ମୁଖ୍ୟ ରାସ୍ତାରେ ନ ଯାଇ ଏକ ଅର୍ଦ୍ଧ ନିର୍ମିତ ବନ୍ଧ ରାସ୍ତାରେ ଯାଉଥିବା ବେଳେ ଧରାପଡ଼ିଥିଲା। ଏକ ଟ୍ରାନ୍ସପୋର୍ଟ କମ୍ପାନୀ ପକ୍ଷରୁ ଏହି ଟଙ୍କା ନିଆ ଯାଉଥିବା ଜଣାପଡ଼ିଛି। ଏହି ଘଟଣାରେ ପୁଲିସ୍ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରି ଥିବାବେଳେ ଆହୁରି ୩ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏହି ସମୟରେ ପ୍ରତ୍ୟେକ ଦିନ ରାଜ୍ୟର ବିଭିନ୍ନ ସ୍ଥାନରୁ ଗାଡ଼ିରୁ ଟଙ୍କା ଜବତ ଘଟଣା କରାଯାଉଥିବା ସୂଚନା ଆସୁଛି।
https://youtu.be/_oNzUvt5yxs
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଷ୍ଟେଲ ବାଥରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।
Crime
ମୁଁ ଆଇଏଏସ୍ ଅଫିସର; ଚାକିରି କରାଇଦେବି କହି ଲୁଟୁଥିଲେ ମହିଳା
ଆଶାୟୀଙ୍କଠାରୁ କୋଟି କୋଟି ଟଙ୍କା ଠକେଇ କରିଥିବା ନେଇ କଟକ ବିଡାନାସୀ ଥାନାରେ ଅଭିଯୋଗ ହୋଇଛି।
Crime
ନିଶାସକ୍ତ ଯୁବକଙ୍କ ଉନ୍ମତ କାଣ୍ଡ; ୪ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ନିଶାସକ୍ତ ଯୁବକ ଘଟାଇଲେ ଉନ୍ମତ କାଣ୍ଡ। ଅଣ୍ଡା ଓ ଟଙ୍କା ନ ଦେବାରୁ ଜଣେ ଅଣ୍ଡା ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣଙ୍କୁ ଗୋଡ଼ାଇ ଗୋଡ଼େଇ ହାଣିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି
Crime
ପିକଅପ୍ ଭ୍ୟାନରେ ଚାଲାଣ ହେଉଥିଲା ଗୋରୁ; ମାଡ଼ି ବସିଲା ପୁଲିସ
ଉଦ୍ଧାର ହୋଇଥିବା ଗୋରୁଙ୍କୁ ଗୋଶାଳାରେ ଛଡାଯିବ ବୋଲି ଜଣାଯାଇଛି।
Crime
ମହିଳାଙ୍କୁ ଅସଦାଚରଣ କରି ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ଘଟଣାରେ ସମ୍ପୃକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୩ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଓ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ମାଧ୍ୟମରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ତାଗିଦ୍ କରିଛନ୍ତି।