ରାଜ୍ୟ ବଜେଟ୍‌ ଉପସ୍ଥାପିତ, ୨ ଲକ୍ଷ କୋଟିର ବ୍ୟୟ ଅଟକଳ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ଆଉ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି ରାଜ୍ୟ ବଜେଟ। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ବ୍ୟୟ ଅଟକଳ କରାଯାଇଥିବା ବେଳେ କେଉଁ କ୍ଷେତ୍ର ପାଇଁ କେତେ ବ୍ୟୟବରାଦ କରାଯାଇଛି ଜାଣନ୍ତୁ। କୃଷି ପାଇଁ ୨୧ ହଜାର ୧୬୬ କୋଟି ଟଙ୍କା ବ୍ୟୟ […]

FM

FM

Niranjan Mishra
  • Published: Saturday, 02 July 2022
  • Updated: 02 July 2022, 06:35 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ଆଉ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି ରାଜ୍ୟ ବଜେଟ। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ବ୍ୟୟ ଅଟକଳ କରାଯାଇଥିବା ବେଳେ କେଉଁ କ୍ଷେତ୍ର ପାଇଁ କେତେ ବ୍ୟୟବରାଦ କରାଯାଇଛି ଜାଣନ୍ତୁ।

    • କୃଷି ପାଇଁ ୨୧ ହଜାର ୧୬୬ କୋଟି ଟଙ୍କା ବ୍ୟୟ ଅଟକଳ
    • କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟ ବରାଦ
    • କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି ବ୍ୟୟ ବରାଦ
    • ଉଦ୍ୟାନ କୃଷି ବିକାଶ ପାଇଁ ୩୧୨ କୋଟି ବ୍ୟୟ ବରାଦ
    • କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୧୨ କୋଟି ବ୍ୟବସ୍ଥା
    • ଜଳସେଚନ ପାଇଁ କୋରାପୁଟରେ ଝଞ୍ଜାବତୀ ପ୍ରକଳ୍ପ ଆରମ୍ଭ ଯୋଜନା
    • ୧୨, ୫୦୦ ନଳକୂପ ଖନନ ହେବ; ଏଥିପାଇଁ ବ୍ୟୟବରାଦ ହୋଇଛି ୪୦୦ କୋଟି
    • ବନ୍ୟା ନିୟନ୍ତ୍ରଣ ପାଇଁ ୯୬୮ କୋଟି ଟଙ୍କା ବ୍ୟୟ ବରାଦ
    • ପାର୍ବତୀ ଗିରି ଯୋଜନା ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୧୦, ୭୫୯ କୋଟି
    • ଚାଷୀମାନଙ୍କୁ କୃଷି ଋଣ ସୁଧ ସହାୟତା ପାଇଁ ୮୯୩ କୋଟି ବରାଦ
    • ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୬୫୮ କୋଟି ବ୍ୟୟ ଅଟକଳ
    • ମାଛ ଚାଷ ପାଇଁ ନୂଆ ପୋଖରୀ ଯୋଜନାରେ ୯୮ କୋଟି ବ୍ୟୟ ବରାଦ
    • ପଞ୍ଚାୟତ ପୋଖରୀରେ ମାଛ ଚାଷ ପାଇଁ SHGଙ୍କୁ ମିଳିବ ୩୮ କୋଟି ଟଙ୍କା
    • ପ୍ରଶାସନିକ ରାଜସ୍ୱ ବ୍ୟୟ ବାବଦକୁ ୭୪, ୨୬୧ କୋଟି
    • ଦରମା ପାଇଁ ୨୯, ୨୪୮ କୋଟି; ପେନସନ୍ ପାଇଁ ୧୮, ୨୨୧ କୋଟି
    • ସୁଧ ଦେୟ ପାଇଁ ୮୪୬୭ କୋଟି, ସଂପତ୍ତି ରକ୍ଷଣାବେକ୍ଷଣ ପାଇଁ ୫୮୫୬ କୋଟି
    • ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପାଇଁ ୩୨୧୦ କୋଟି ଟଙ୍କା ଅଟକଳ
    • ଜନସ୍ୱାସ୍ଥ୍ୟ ପାଇଁ ୧୨, ୬୨୪ କୋଟି ଟଙ୍କା ବ୍ୟୟବରା
    • ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨୬୬୪ କୋଟି ଟଙ୍କା ବ୍ୟୟବରାଦ
    • ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୨୭, ୩୨୪ କୋଟି ବ୍ୟୟବରାଦ
    • ମୋ ସ୍କୁଲ ପାଇଁ ୬୪୬ କୋଟି, ସ୍କୁଲ ରୂପାନ୍ତରୀକରଣ ପାଇଁ ୧୦୦ କୋଟି
    • ମଧ୍ୟାହ୍ନ ଭୋଜନ ପାଇଁ ୮୫୧ କୋଟି; ବ୍ୟାଗ୍, ୟୁନିଫର୍ମ ପାଇଁ ୧୯୩ କୋଟି
    • ଧାର୍ମିକ ପୀଠ ବିକାଶ ପାଇଁ ୧୯୫୦ କୋଟି ବ୍ୟୟବରାଦ ଲକ୍ଷ୍ୟ
    • ରାସ୍ତାଘାଟ ରକ୍ଷଣାବେକ୍ଷଣ ପାଇଁ ୨୯୭୦ କୋଟି ବିନିଯୋଗ ଲକ୍ଷ୍ୟ
    • ବିଜୁ ଏକ୍ସପ୍ରେସ ୱେ ପାଇଁ ୩ ଶହ କୋଟିର ବ୍ୟୟବରାଦ ପ୍ରସ୍ତାବ
    • ବିଜୁ ସେତୁ ଯୋଜନାରେ ୨୮୧ ସେତୁ ହେବ, ଖର୍ଚ୍ଚ ହେବ ୧୬୮୮ କୋଟି
    • ଦୁର୍ଗମ ବିଚ୍ଛିନ୍ନ ଗାଁ ଗୁଡ଼ିକୁ ରାସ୍ତା ସଂଯୋଗ ପାଇଁ ୧୫୦ କୋଟି
    • ୪ ଏୟାରପୋର୍ଟ (ରାଉରକେଲା, ଜୟପୁର, ଉତକେଲା,ଝାରସୁଗୁଡ଼ା) ଜମି ଅଧିଗ୍ରହଣ, ନବୀକରଣ ପାଇଁ ୩୨୫ କୋଟି
    • ଇ-ଯାନ ପ୍ରୋତ୍ସାହନ ପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ
    • ବିଜୁ ପକ୍କା ଘର ଯୋଜନା ପାଇଁ ୫ ହଜାର ୯ଶହ ୬ କୋଟି ବ୍ୟୟବରାଦ
    • ମିଶନ ଶକ୍ତି ଯୋଜନାରେ SHGଙ୍କୁ ଅର୍ଥ ସହାୟତା ପାଇଁ ୭୭୩ କୋଟି
    • ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୃହ ନିର୍ମାଣ ପାଇଁ ୧୭୬ କୋଟି
    • ମନରେଗା ପାଇଁ ୨୦୦୧ କୋଟି, ମନରେଗା କର୍ପସ ପାଣ୍ଠି ପାଇଁ ୧ ହଜାର କୋଟି
    • ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ଭତ୍ତା ପାଇଁ ୨୦୧୭ କୋଟି ବ୍ୟୟ ବରାଦ
    • ବ୍ୟୟ ଅଟକଳ ପାଇଁ ରାଜସ୍ୱ ପ୍ରାପ୍ତିରୁ ଖର୍ଚ୍ଚ ହେବ ୧, ୬୩, ୯୬୭ କୋଟି
    • ଋଣ ଓ ଅନ୍ୟାନ୍ୟ ବାବଦରୁ ପ୍ରାପ୍ତ ୩୬ ହଜାର ୩୩ କୋଟି ଖର୍ଚ୍ଚ ହେବ
    • ପର୍ଯ୍ୟଟନର ବିକାଶ ନିମନ୍ତେ ୫୯୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ଓ ପରିଚାଳନା ପାଇଁ ୩୭୫ କୋଟି ଓ ପର୍ଯ୍ୟଟନର ପ୍ରୋତ୍ସାହନ ପାଇଁ ୧୫୦ କୋଟି ବିନିଯୋଗ ହେବ।
    • କ୍ରୀଡ଼ାକ୍ଷେତ୍ର ପାଇଁ ୯୧୧ କୋଟି ଟଙ୍କା ବ୍ୟୟବରାଦ ହୋଇଛି।
    • ମିଶନ ଶକ୍ତି କାର୍ଯ୍ୟକ୍ରମ ଅଧୀନରେ ୨୦୦୦ କୋଟି ଟଙ୍କା ବ୍ୟୟବରାଦ
    • ସାମାଜିକ ନିରାପତ୍ତା ଲାଗି ମୋଟ ୩,୭୦୬ କୋଟି ଟଙ୍କାର ବ୍ୟୟ ବରାଦ
    • କେଜି ପିଛା ୧ ଟଙ୍କାରେ ଚାଉଳ ଯୋଗାଇ ଦେବା ପାଇଁ ସର୍ବମୋଟ ୧,୦୨୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।
    • ବିଦ୍ୟୁତ୍ ଶକ୍ତି କ୍ଷେତ୍ରରେ ୩,୪୮୨ କୋଟି ଟଙ୍କାର ବ୍ୟୟ ବରାଦ ରହିଛି।
    • ବିଶ୍ୱସ୍ତରୀୟ ଭିତ୍ତିଭୂମି ପ୍ରତିଷ୍ଠା, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଓ ଷ୍ଟାର୍ଟ ଅପ୍‌କୁ ପ୍ରୋତ୍ସାହିତ କରିବା ପାଇଁ ମୋଟ ୧୨୬୯ କୋଟି ଟଙ୍କାର ବ୍ୟୟ ବରାଦ ପ୍ରସ୍ତାବ ରହିଛି।
    • ହସ୍ତତନ୍ତ, ହସ୍ତଶିଳ୍ପ, ସେରିକଲଚର ଓ ବୟନ ଶିଳ୍ପ କ୍ଷେତ୍ର ପାଇଁ ୨୦୩ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।
    • ଜଙ୍ଗଲ କ୍ଷେତ୍ର ପାଇଁ ୨,୨୧୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।ଖଣିକ୍ଷେତ୍ର ପାଇଁ ୧୮୩ କୋଟି ଟଙ୍କା ବ୍ୟୟ ବରାଦ ରହିଛି। ଏଥିମଧ୍ୟରେ i3MS ପାଇଁ ୫୦ କୋଟି ଏବଂ କଣତଜ ଅନୁସନ୍ଧାନ ଓ ନିଲାମ ପାଇଁ ୩୮ କୋଟି ଟଙ୍କା ଅନ୍ତର୍ଭୁକ୍ତ।
    • ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା କ୍ଷେତ୍ର ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story