ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିଶୁନି ମୁହଁକୁ ମୁହଁ। ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡି। ଗତ ସପ୍ତାହକ ଧରି ଅସହ୍ୟ ତାତି ପରେ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଛି। ଆଜି ବି ଘନ କୁହୁଡ଼ି ଦେଖିବାକୁ ମିଳିଛି। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ମୁହଁକୁ ମୁହଁ ଦିଶୁନି ୧୦ ମିଟର ଦୂରରୁ ମଧ୍ୟ ରାସ୍ତା ଦେଖାଯାଉନି। ଫଳରେ ଗାଡିମଟର ଚଳାଚଳରେ ବାଧା ଉପୁଜିଛି।
ଗତକାଲି ମଧ୍ୟ ଘନ କୁହୁଡି ଦେଖିବାକୁ ମିଳିଥିଲା। ସକାଳୁ ଭୁବନେଶ୍ୱର ଓ କଟକରେ ଘନ କୁହୁଡି ଛାଇ ଯାଇଥିଲା। ରାସ୍ତା ମଧ୍ୟ ଦୃଶ୍ୟମାନ ହେଉନଥିଲା। ଗାଡିମଟର ଚଳାଚଳରେ ବାଧା ଉପୁଜିଥିଲା। କୁହୁଡି ଯୋଗୁଁ ପାଗରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ ଦେଖାଦେବା ସହ ଅସହ୍ୟ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।