ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱର ସକାଳୁ ସକାଳୁ କୁହୁଡ଼ି ଚାଦରରେ ଆଚ୍ଛାଦିତ ହୋଇଥିବା ଦେଖିବାକୁ ମିଳିଥିଲା। ସେହିପରି ପୁରୀରେ ବି ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। କୁହୁଡ଼ି ଯୋଗୁ ବଡ଼ଦାଣ୍ଡରୁ ଶ୍ରୀମନ୍ଦିର ସ୍ପଷ୍ଟଭାବେ ଦେଖାଯାଉନାହିଁ।
ତେବେ ନଭେମ୍ବର ସରି ଡିସେମ୍ବର ଆରମ୍ଭ ହେବାକୁ ଯାଉଥିଲେ ବି ଏବେ ଯାଏ ବିଶେଷ ଶୀତ ଅନୁଭୂତ ହୋଇନାହିଁ। ଅନ୍ୟପକ୍ଷରେ ଏଥର ଡିସେମ୍ବରରୁ ଫେବୃଆରୀ ମାସ ମଧ୍ୟରେ ବଡ଼ ଶୀତ ହୋଇନପାରେ। ଉତ୍ତର ଭାରତକୁ ଛାଡିଦେଲେ ଅଧିକାଂଶ ସ୍ଥାନରେ ଶୀତ ବେଶି ଅନୁଭୂତ ହେବନାହିଁ। ଏଥର ଡିସେମ୍ବରରୁ ଫେବୃୟାରୀ ମଧ୍ୟରେ ପୂର୍ବ ବର୍ଷ ତୁଳନାରେ ତାପମାତ୍ରା ଅପେକ୍ଷାକୃତ ଅଧିକ ରହିବ। ତେଣୁ ହାଡ଼ଭଙ୍ଗା ଜାଡ଼ର ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।