କଲବଲ କରିବ ଘନ କୁହୁଡ଼ି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି, ଆସନ୍ତାକାଲି ଓ ପହର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବ। ସେଥିପାଇଁ ଏସ୍‌ଆରସି ସତର୍କ ସୂଚନା ଜାରି କରାଯାଇଛି। କୁହୁଡ଼ି ଜନିତ ଦୁର୍ଘଟଣା ଏଡ଼ାଇବା ପାଇଁ ପୁଲିସ ପଦକ୍ଷେପ ଗ୍ରହଣ କରିବାକୁ ଏସଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ #ଘନକୁହୁଡି ସମ୍ଭାବନା | pic.twitter.com/CvHl8xsiKe […]

fog

fog

Manoranjan Sial
  • Published: Thursday, 12 January 2023
  • Updated: 12 January 2023, 08:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି, ଆସନ୍ତାକାଲି ଓ ପହର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବ। ସେଥିପାଇଁ ଏସ୍‌ଆରସି ସତର୍କ ସୂଚନା ଜାରି କରାଯାଇଛି। କୁହୁଡ଼ି ଜନିତ ଦୁର୍ଘଟଣା ଏଡ଼ାଇବା ପାଇଁ ପୁଲିସ ପଦକ୍ଷେପ ଗ୍ରହଣ କରିବାକୁ ଏସଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯଇଛି।

https://twitter.com/mcbbsr/status/1613477931212472320?s=20&t=dYo4DQc6eNcQBkRG_sYvjA

ଆଜି ରାତିରେ ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେହିଭଳି ଆସନ୍ତାକାଲି କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲା ପାଇଁ ଘନ କୁହୁଡ଼ି ହୋଇପାରେ। ୧୪ ତାରିଖ ସକାଳ ଓ ରାତିରେ ୭ଟି ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି ଅନୁଗୋଳ, ଢେଙ୍କାନାଳ, କଟକ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ। ଘନ କୁହୁଡ଼ି ପାଇଁ ଏସ୍‌ଆରସିଙ୍କ କାର୍ଯ୍ୟାଳୟରୁ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ଅବଗତ କରାଯାଇଛି।

https://twitter.com/mcbbsr/status/1613505237742157826?s=20&t=dYo4DQc6eNcQBkRG_sYvjA

୪ ଦିନ ଧରି ଓଡ଼ିଶା ଜାଡ଼ରେ ଥରିବା ପରେ ପାଣିପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ରାତି ତାପମାତ୍ରା ବଢିବ ଓ କମିବ ଶୀତ। ମଧ୍ୟ-ଭାରତରେ ସକ୍ରିୟ ଗୁରୁଚାପ ବଳୟ ବର୍ତ୍ତମାନ ପୂର୍ବା ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଥିବାରୁ ଜଳୀୟ ବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି କରୁଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story