ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ପାଇଁ ଲକଡାଉନ୍ ଘୋଷଣା ପରେ ରାଜ୍ୟରେ ପଶୁ ପକ୍ଷୀଙ୍କ ଅବସ୍ଥା ସଙ୍ଗୀନ ହୋଇପଡ଼ିଛି। ଖାଇବାକୁ ନପାଇ ସେମାନେ ଡହଳ ବିକାଳ ହେଉଛନ୍ତି। ଏହି ତାଲିକାରେ କୁକୁର ମଧ୍ୟ ଅଛନ୍ତି। ଲକ୍ ଡାଉନ୍ ପାଇଁ ଦୋକାନ ବଜାର ବନ୍ଦ ଥିବାରୁ ବୁଲା କୁକୁର ଉପାସରେ ରହୁଛନ୍ତି। ରାଜ୍ୟର ସହାରାଞ୍ଚଳରେ ବସବାସ କରୁଥିବା ଲକ୍ଷେ ୨୦ ହଜାର କୁକୁର ଉପାସରେ ରହୁଛନ୍ତି। ତେବେ ଏହି କୁକୁର ଗୁଡ଼ିକୁ ମିଳିବ ଖାଦ୍ୟ। ବୁଲା କୁକୁର, ବୁଲା ପଶୁଙ୍କୁ ଖାଦ୍ୟ ଦେବା ବ୍ୟବସ୍ଥା ପାଇଁ ଚିଠି ହୋଇଛି। ନଗର ଉନ୍ନୟନ ବିଭାଗ ସଚିବଙ୍କୁ ଚିଠି ଲେଖିଲେ ପ୍ରାଣୀ ସଂପଦ ସଚିବ। ବୁଲା କୁକୁରଙ୍କୁ ୨ ସପ୍ତାହ ଖାଦ୍ୟ ଦେବାକୁ ୫୪ ଲକ୍ଷ ବ୍ୟୟ ଆକଳନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।