ମାଲକାନଗିରିରେ ପ୍ରବେଶ କଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ମାଲକାନଗିରି ଜିଲ୍ଲାର ୨ ଜଣ ଅଛନ୍ତି। ଏହା ସହିତ ମାଲକାନଗିରି ଜିଲ୍ଲାକୁ କରୋନା ଛୁଇଁଛି। ସେହିପରି ଏହାକୁ ମିଶାଇ ରାଜ୍ୟର ମୋଟ ୨୪ଟି ଜିଲ୍ଲାରେ କରୋନା ଭାଇରସ୍‌ ପ୍ରବେଶ କରିଛି। ରାଜ୍ୟରେ ନୂଆ ୭୪ଟି କେସ୍‌ ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଟପି ଯାଇଛି। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଥିବା ବେଳେ […]

malkangiri

malkangiri

Jitendra Garnayak
  • Published: Wednesday, 20 May 2020
  • Updated: 20 May 2020, 12:26 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ମାଲକାନଗିରି ଜିଲ୍ଲାର ୨ ଜଣ ଅଛନ୍ତି। ଏହା ସହିତ ମାଲକାନଗିରି ଜିଲ୍ଲାକୁ କରୋନା ଛୁଇଁଛି। ସେହିପରି ଏହାକୁ ମିଶାଇ ରାଜ୍ୟର ମୋଟ ୨୪ଟି ଜିଲ୍ଲାରେ କରୋନା ଭାଇରସ୍‌ ପ୍ରବେଶ କରିଛି।

ରାଜ୍ୟରେ ନୂଆ ୭୪ଟି କେସ୍‌ ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଟପି ଯାଇଛି। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୭ ସୁସ୍ଥ ହୋଇସାରିଛନ୍ତି। ୭୩୯ ଜଣ ଚିକିତ୍ସାଧୀନ ଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ୩ ଜଣ ଖୋର୍ଦ୍ଧାର, ୨ ଜଣ ଗଞ୍ଜାମର ଓ ଜଣେ କଟକର।

ନୂଆ ୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ମାଲକାନଗିରିର ୨ ଜଣଙ୍କୁ ଛାଡ଼ି ଦେଲେ ବୌଦ୍ଧରୁ ସର୍ବାଧିକ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୧ଜଣ, କଟକରୁ ୯, ଖୋର୍ଦ୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୨, ବାଲେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମାଲକାନଗିରି ପୂର୍ବରୁ କୋରାପୁଟ ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତେବେ ସେ ସୁସ୍ଥ ହୋଇସାରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story