ଏପ୍ରିଲ ୧୫ ପର୍ଯ୍ୟନ୍ତ ବଢ଼ିଲା ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ଅବଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କରୋନା ଭଳି ବିପର୍ଯ୍ୟୟର ମୁକାବିଲା ପାଇଁ ପୂର୍ବରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌ ବନ୍ଦ କରାଯିବା ସହ ଜନଗହଳି ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି। ଏବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପଂଜୀକରଣ ଅବଧିକୁ ମୁଖ୍ୟମନ୍ତ୍ରୀ ଆସନ୍ତା ଏପ୍ରିଲ […]

corona-1

corona-1

Niharika Rout
  • Published: Tuesday, 17 March 2020
  • Updated: 17 March 2020, 02:02 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କରୋନା ଭଳି ବିପର୍ଯ୍ୟୟର ମୁକାବିଲା ପାଇଁ ପୂର୍ବରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ମଲ୍‌ ବନ୍ଦ କରାଯିବା ସହ ଜନଗହଳି ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି। ଏବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପଂଜୀକରଣ ଅବଧିକୁ ମୁଖ୍ୟମନ୍ତ୍ରୀ ଆସନ୍ତା ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏନେଇ ଖୋଦ ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଏହାସହ ସହଯୋଗ କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।

ଅପରପକ୍ଷେ, ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଇଟାଲି ଫେରନ୍ତା ରିସର୍ଚ୍ଚ ପ୍ରଫେସନାଲଙ୍କର ଏବେ କ୍ୟାପିଟାଲ ହସ୍ପିଟାଲର ସ୍ୱତନ୍ତ୍ର ଓ୍ୱାର୍ଡରେ ଚିକିତ୍ସା ଚାଲିଛି। ସେ ଗତ ୬ ତାରିଖରେ ଇଟାଲିରୁ ଦିଲ୍ଲୀ ଫେରିଥିଲେ। ୧୨ ତାରିଖରେ ଟ୍ରେନ୍‌ରେ ଭୁବନେଶ୍ୱର ଆସିଥିଲେ। ଥଣ୍ଡା, ଜ୍ୱର ନ ଛାଡ଼ିବାରୁ ୧୩ ତାରିଖରେ ସେ ରାଜଧାନୀର ଏକ ଘରୋଇ କ୍ଲିନିକ୍‌ରେ ପ୍ରଥମେ ଚିକିତ୍ସା କରାଇଥିଲେ। ଏହାପରେ ତାଙ୍କ ରକ୍ତ ନମୁନା ପଜିଟିଭ୍ ଆସିବା ପରେ ସେ କରୋନା ସଂକ୍ରମିତ ବୋଲି ସ୍ପଷ୍ଟ କରିଛନ୍ତି ସରକାର ।

ଆକ୍ରାନ୍ତଜଣକ ମୋଟ ୧୨୯ ଜଣଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିବା ପରେ ସେମାନଙ୍କ ମଧ୍ୟରୁ ୫୩ ଜଣଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଟ୍ରେନରେ ଆସିବା ବେଳେ ସେ ଯେଉଁ ୭୬ ଜଣଙ୍କ ସଂପର୍କରେ ଆସିଥିଲେ, ସେମାନଙ୍କୁ ଚିହ୍ନଟ ପାଇଁ ପଦକ୍ଷେପ ନିଆଯାଉଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି। ଅନ୍ୟପଟେ କରୋନା ଆକ୍ରାନ୍ତ ବ୍ୟକ୍ତି ଯେଉଁ ଘରୋଇ କ୍ଲିନିକରେ ଚିକିତ୍ସିତ ହୋଇଥିଲେ ସେଠାକାର ଡାକ୍ତର ଓ କର୍ମଚାରୀଙ୍କୁ ଆଇସୋଲେସନରେ ରଖାଯାଇଛି। ଏହା ସହିତ ଉକ୍ତ କ୍ଲିନିକକୁ ସିଲ୍ କରି ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story