ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ରଘୁ ମହାନ୍ତି, ବସ୍ତାରୁ ହେବେ ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ଉପସଭାପତି ରଘୁନାଥ ମହାନ୍ତି ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ତାଙ୍କୁ ବସ୍ତା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ କରିବାର ସମ୍ଭାବନା ରହିଛି। ଶ୍ରୀ ମହାନ୍ତିଙ୍କ ସମେତ ଅନ୍ୟ ବରିଷ୍ଠ ନେତା ଓ ଶତାଧିକ କର୍ମୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ପ୍ରବକ୍ତା ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ପୂର୍ବତନ ମନ୍ତ୍ରୀ ରଘୁ ମହାନ୍ତି […]

raghunath-mohanty

raghunath-mohanty

Manoranjan Sial
  • Published: Tuesday, 02 April 2019
  • Updated: 02 April 2019, 10:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ଉପସଭାପତି ରଘୁନାଥ ମହାନ୍ତି ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ତାଙ୍କୁ ବସ୍ତା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ କରିବାର ସମ୍ଭାବନା ରହିଛି। ଶ୍ରୀ ମହାନ୍ତିଙ୍କ ସମେତ ଅନ୍ୟ ବରିଷ୍ଠ ନେତା ଓ ଶତାଧିକ କର୍ମୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ପ୍ରବକ୍ତା ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ପୂର୍ବତନ ମନ୍ତ୍ରୀ ରଘୁ ମହାନ୍ତି ଏବଂ ତାଙ୍କ ପରିବାର ସଦସ୍ୟ ରାଜା ଓ ବର୍ଷା ସୋନିଙ୍କ ସମେତ ବିଜେଡିର ସହସ୍ରାଧିକ କାର୍ଯ୍ୟକର୍ତ୍ତା ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ପୂର୍ବତନ ବିଧାୟକ ମନୋରଞ୍ଜନ ସେଠୀ, ପୂର୍ବତନ ବିଜେଡି ଜିଲ୍ଲା ସଭାପତି ଯଯାତି ଦାସ, କର୍ଣ୍ଣେଲ ବିଶ୍ୱାଳ, ରାଧାକୃଷ୍ଣ ମେକାପ, ପ୍ରଦୀପ ପ୍ରଧାନ, କୈଳାସ ନାୟକ, ଅତୁଳ ଜେନା, ମନୋରଞ୍ଜନ ଦାସ, ସରସ୍ୱତୀ ଦାସ ମହାପାତ୍ର, ରାଧାଶ୍ୟାମ ମହାପାତ୍ର, ସତ୍ୟ ମହାପାତ୍ରଙ୍କ ସମେତ ପୂର୍ବତନ ସରପଞ୍ଚ, ସମିତିସଭ୍ୟଙ୍କ ସମେତ ଶତାଧିକ ଲୋକ କଂଗ୍ରେସ ଓ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି।

ନିମାପଡ଼ା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ନିମାପଡ଼ା ଏନଏସି ପୂର୍ବତନ ଚେୟାରମ୍ୟାନ ଦିଲୀପ ମିଶ୍ର, ଅଗଣି ସ୍ୱାଇଁ, ପ୍ରଭାତ ଚରଣ ସେନାପତି, ପୀତବାସ ବେହେରା, ବାବୁଲି ନାୟକ, ଅଭି ମୁଦୁଲି, ମାମିନା ବେହେରା,ରସାନନ୍ଦ ଭୋଇ, ପ୍ରମୋଦ ବାରିକ, ସୁଦୀପ୍ତ ମହାନ୍ତି, ପ୍ରଦୀପ୍ତ ରଥ, ଜ୍ୟୋତି ପରିଡ଼ାଙ୍କ ସମେତ ଶତଧିକ କର୍ମୀ ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତିା ସୁକିନ୍ଦା ବିଧାୟକ ପ୍ରାର୍ଥୀ ପ୍ରଦୀପ୍ତ ବଳସାମନ୍ତଙ୍କ ନେତୃତ୍ୱରେ ମନସୁର ଅଲ୍ଲୀ ଖାନ, ବିଶ୍ୱଜିତ୍ ରାଜ, ପ୍ରତିଭା ଚକ୍ର, ରବିନ୍ଦ୍ର ଜେନାମଣି, ଗୀତା ନାୟକ, ସୁଜାତା ମହନ୍ତ, ଜ୍ଞାନଚନ୍ଦ୍ର ନାଥ, କ୍ଷେତ୍ରବାସୀ ସାହୁ, କୃଷ୍ଣଚନ୍ଦ୍ର ମହନ୍ତ, ଜୀବନ ମହାପାତ୍ରଙ୍କ ସମେତ ଶତାଧିକ କର୍ମୀ ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତିା

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏବଂ ଶ୍ରୀ ପଣ୍ଡା ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ସମସ୍ତ ନୂତନ ସଦସ୍ୟଙ୍କୁ ଦଳରେ ସ୍ୱାଗତ କରିଛନ୍ତି। ଦଳରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ଉପସଭାପତି ସମୀର ମହାନ୍ତି ସ୍ୱାଗତ କରିଛନ୍ତି। ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜଭୂତ ହେବ। ଏହି ମିଶ୍ରଣ ପର୍ବରେ ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ, ଡାକ୍ତର ଦାମୋଦର ରାଉତ, ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରଭାତୀ ପରିଡ଼ା, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଞ୍ଜିତ ଦାସ, ବାଲେଶ୍ୱର ଜିଲ୍ଲା ସଭାପତି ମଦନ ମୋହନ ଦତ୍ତ, ଭୁବନେଶ୍ୱର ଜିଲ୍ଲା ସଭାପତି ହରେକୃଷ୍ଣ ଖୁଣ୍ଟିଆ, ସିନେ ଅଭିନେତା ଶ୍ରୀତମ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଏହି ନେତାମାନେ ବିଜେପିରେ ସାମିଲ ହୋଇଛନ୍ତି ବୋଲି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story