ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି.ଏ. ମୋହାତାଙ୍କ ପରଲୋକ ହୋଇଯାଇଛି। ମହାରାଷ୍ଟ୍ର ନାଗପୁର ଅକୋଲାରେ ଗତକାଲି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ସେ ୨୮-୯-୧୯୯୪ରୁ ୨୫-୪-୧୯୯୫ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଓକିଲ ଭାବେ କାର୍ଯ୍ୟ କରିଥିଲେ। ଅବସର ପରେ ସେ ସରାକରଙ୍କ କୌଣସି ନିଯୁକ୍ତିକୁ ଗ୍ରହଣ କରିନଥିଲେ।
ସେ ନିଜ କାର୍ଯ୍ୟକାଳ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।