ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତିଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି.ଏ. ମୋହାତାଙ୍କ ପରଲୋକ ହୋଇଯାଇଛି।  ମହାରାଷ୍ଟ୍ର ନାଗପୁର ଅକୋଲାରେ ଗତକାଲି ସେ ଶେଷ ନିଃଶ୍ୱାସ ତ୍ୟାଗ  କରିଥିଲେ।  ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା।  ସେ ୨୮-୯-୧୯୯୪ରୁ ୨୫-୪-୧୯୯୫ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର  ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।  ଏହାପରେ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଓକିଲ ଭାବେ କାର୍ଯ୍ୟ କରିଥିଲେ।  ଅବସର ପରେ ସେ ସରାକରଙ୍କ କୌଣସି ନିଯୁକ୍ତିକୁ ଗ୍ରହଣ କରିନଥିଲେ। ସେ […]

judge

Rakesh Mallick
  • Published: Wednesday, 04 July 2018
  • , Updated: 04 July 2018, 11:44 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି.ଏ. ମୋହାତାଙ୍କ ପରଲୋକ ହୋଇଯାଇଛି।  ମହାରାଷ୍ଟ୍ର ନାଗପୁର ଅକୋଲାରେ ଗତକାଲି ସେ ଶେଷ ନିଃଶ୍ୱାସ ତ୍ୟାଗ  କରିଥିଲେ।  ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା।  ସେ ୨୮-୯-୧୯୯୪ରୁ ୨୫-୪-୧୯୯୫ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର  ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।  ଏହାପରେ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଓକିଲ ଭାବେ କାର୍ଯ୍ୟ କରିଥିଲେ।  ଅବସର ପରେ ସେ ସରାକରଙ୍କ କୌଣସି ନିଯୁକ୍ତିକୁ ଗ୍ରହଣ କରିନଥିଲେ।

ସେ ନିଜ କାର୍ଯ୍ୟକାଳ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ।

Related story